ତୁର୍କୀ ବିଶ୍ୱକପ୍‌ ହିରୋ ରେକବର କରୋନାରେ ସଂକ୍ରମିତ

ଆଙ୍କାରା,୨୯ା୩ (ଏଏଫ୍‌ପି-ବାର୍ସିଲୋନାର ପୂର୍ବତନ ଗୋଲକିପର ତଥା ତୁର୍କୀ ଜାତୀୟ ଦଳର ପୂର୍ବତନ ଖେଳାଳି ରଷ୍ଟୁ ରେକବର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରେକବର ୨୦୦୨ ଫୁଟବଲ୍‌ ବିଶ୍ୱକପ୍‌ରେ ଚମତ୍କାର ଗୋଲ କିପିଂ କରି ତୁର୍କୀକୁ ସେମିଫାଇନାଲ ପ୍ରବେଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପ୍ଲେ-ଅଫ୍‌ ତୁର୍କୀ ସହଆୟୋଜକ ଦକ୍ଷିଣ କୋରିଆକୁ ୩-୨ ଗୋଲରେ ପରାସ୍ତ କରି ତୃତୀୟ ସ୍ଥାନ ଅଧିକାର କରିଥିଲା। ଏହି ଗୋଲକିପରଙ୍କ ବର୍ତ୍ତମାନ ବୟସ ୪୬ ବର୍ଷ। ବିଶ୍ୱକପ୍‌ ପରେ ୨୦୦୩ରେ ସେ କିଛି ସମୟ ବାର୍ସିଲୋନାର ଗୋଲକିପର ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନ ମାଗୁଅଛି-ଜନ ମାଗୁଅଛି

ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍‌ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ…

ଚିଠା ତାଲିକାରୁ ନାଁ କଟିଥିଲେ ଫର୍ମ-୬ ଦାଖଲ କରିପାରିବେ ଭୋଟର

ନୂଆଦିଲ୍ଲୀ,୪ା୧୧: ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ଚିଠା ତାଲିକାରୁ ପୁରୁଣା ଭୋଟରଙ୍କ ନାମ କଟିଥିଲେ, ସେମାନେ ନିଜ ନାମ ଯୋଡ଼ିବା ପାଇଁ ଫର୍ମ-୬…

IND vs NZ: ବଡ଼ ନିଷ୍ପତ୍ତି ନେଲେ ଅଧିନାୟକ ଶୁଭମନ: ଏହି ଷ୍ଟାର୍‌ ଖେଳାଳି ପଡିଲେ ବାଦ୍‌, ଦେଖନ୍ତୁ କିଏ ପାଇଲେ ସ୍ଥାନ

ନୂଆଦିଲ୍ଲୀ, ୪।୧୧: ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନିକିଆ ମ୍ୟାଚରେ ଟିମ ଇଣ୍ଡିଆ ୪ ଜଣ ଦ୍ରୁତ ବୋଲର ଏବଂ ୨…

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଭାରତ, ଦେଖନ୍ତୁ ୨ ଦଳର ପ୍ଲେଇଙ୍ଗ୍‌ ୧୧

ନୂଆଦିଲ୍ଲୀ, ୪।୧୧: ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ଅକ୍ଲାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଖେଳାଯିବ। ତେବେ ଭାରତର ଅଧିନାୟକ ଶୁଭମନ ଗିଲ ଟସ୍‌ ଜିତି ପ୍ରଥମେ…

୧୨୩ ବର୍ଷର ବିଶ୍ୱ ରେକର୍ଡ ଭାଙ୍ଗିଲେ ଏହି ଭାରତୀୟ ବ୍ୟାଟର! କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩…

ୟୁକ୍ରେନ୍‌ ସହାୟତା କେନ୍ଦ୍ର ଉପରେ ଆକ୍ରମଣ: ୩୧ ମୃତ

କିଭ୍‌,୪ା୧୧: ଦକ୍ଷିଣ ୟୁକ୍ରେନ୍‌ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?