ତୁର୍କୀରୁ ୪ ଯୁଦ୍ଧପୋତ କିଣିବ ପାକିସ୍ତାନ

ଇସଲାମାବାଦ୍‌,୧।୧୦: ପାକିସ୍ତାନ ତୁର୍କୀରୁ ୪ଯୁଦ୍ଧପୋତ କିଣିବ। ଇତିମଧ୍ୟରେ ଯୁଦ୍ଧପୋତର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କଶ୍ମୀର ପ୍ରସଙ୍ଗରେ ତୁର୍କୀ ପାକିସ୍ତାନକୁ ସମର୍ଥନ କରିଛି। ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୈୟପ୍‌ ୨ ଦିନ ତଳେ ଯୁଦ୍ଧପୋତ ନିର୍ମାଣ କାର୍ଯ୍ୟର ତଦାରଖ ମଧ୍ୟ କରିଛନ୍ତି। ୨୦୧୮ ଜୁଲାଇରେ ପାକିସ୍ତାନ ଏନେଇ ତୁର୍କୀ ସହିତ ଚୁକ୍ତି କରିଥିଲା। ଏହି ମିଲ୍‌ଜେମ୍‌ ଶ୍ରେଣୀର ଯୁଦ୍ଧପୋତର ଲମ୍ବ ୯୯ ମିଟର ରହିଛି। ଏହା ୨୪ ଶହ ଟନ୍‌ ଭାର ବୋହିନେବାକୁ ସକ୍ଷମ। ଏହାର ଘଣ୍ଟା ପ୍ରତି ବେଗ ୨୯ ନ୍ୟୁଟିକାଲ୍‌ ମାଇଲ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ…

ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri