ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍‌ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଭୀମସାରର ନିର୍ଦ୍ଦେଶକ ନିଯୁକ୍ତି ନେଇ ୨ଥର ବିଜ୍ଞାପନ ବାହାରିଥିଲା । ହେଲେ କେହି ଆବେଦନ କରି ନ ଥିଲେ । ତେଣୁ ତୃତୀୟ ଥର ପାଇଁ ବିଜ୍ଞାପନ ବାହାର କରାଯିବ ବୋଲି ନବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri