ତୃତୀୟ ଦିନରେ ୭୬ ଅନୁପସ୍ଥିତ

କଣିହାଁ, ୨୫ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକର ବିଜିଗୋଳ ପଞ୍ଚାୟତ ହାଇସ୍କୁଲରେ ସୋମବାର ତୃତୀୟ ଦିନ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଭାଷା ପରୀକ୍ଷାରେ ମୋଟ ୭୬ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେହିପରି କପି କରି ୨ ଜଣ ସେଣ୍ଟ୍ରାଲ ସ୍କ୍ବାଡ ହାତରେ ଧରାପଡିଛନ୍ତି। କଣିହାଁ ନୋଡାଲ କେନ୍ଦ୍ର ସୂଚନାରୁ ଜଣାଯାଏ, ବିଜିଗୋଳ ପରୀକ୍ଷା କେନ୍ଦ୍ରରେ ୨ଟି ସିଟିଂରେ ମାଟ୍ରିକ ପରୀକ୍ଷା ହୋଇଛି। ପ୍ରଥମ ସିଟିଂରେ ରେଗୁଲାର ଓ କରେସପଣ୍ଡେସ ପରୀକ୍ଷାର୍ଥୀ ୨୩୨ ଜଣଙ୍କ ମଧ୍ୟରୁ ସୋମବାର ୩୪ ଜଣ ଅନୁପସ୍ଥିତ ଥିଲେ। ପ୍ରଥମ ଦିନରେ ୧୨ ଜଣ ଅନୁପସ୍ଥିତ ଥିବାବେଳେ ଏବେ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ନ ଦେବାକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି। ସେହିପରି ସେକେଣ୍ଡ ସିଟିଂରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାର୍ଥୀ ୧୭୨ ଜଣଙ୍କ ମଧ୍ୟରୁ ୪୨ ଜଣ ଅନୁପସ୍ଥିତ ଥିଲେ। ଅନ୍ୟପକ୍ଷରେ ଏହି ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗା ନ ଯିବାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ କଣିହାଁ ବ୍ଲକ ଶିକ୍ଷାଧିକାରୀ ଖଗେଶ୍ୱର ବେହେରାଙ୍କ ସହ ଯୋଗାଯୋଗ ନ ହେବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri