Posted inଜାତୀୟ

ତୃତୀୟ ମହଲାରେ ନିଦରେ ଶୋଇଥିଲେ ଲୋକେ: ନିଆଁ ତ ଲିଭିଲା; ଭାଙ୍ଗିଲାନି ମହାନିଦ୍ରା

ନୂଆଦିଲ୍ଲୀ,୮।୧୨: ଉପହାର ସିନେମା ହଲ୍‌ରେ ୨୨ ବର୍ଷ ତଳେ ଘଟିଥିବା ଅଗ୍ନିକାଣ୍ଡ ଘଟଣାକୁ ପୁଣି ଥରେ ଦିଲ୍ଲୀବାସୀଙ୍କୁ ମନେ ପକାଇ ଦେଇଛି ରବିବାରର ଘଟଣା। ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଖାଦ୍ୟଶସ୍ୟ ମଣ୍ଡିର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଠାରେ ଏକ ସ୍କୁଲ ବ୍ୟାଗ୍‌ ତିଆରି କାରଖାନା ଥିଲା। କାରଖାନାରେ ୧୫୦ ଜଣ ପାଖାପାଖି କାର୍ଯ୍ୟ କରୁଥିବା କୁହାଯାଉଛି। ଭୋର୍‌ ସମୟରେ ନିଆଁ ଲାଗିଥିଲା। ଏହି ସମୟରେ ତୃତୀୟ ମହଲାରେ ସମସ୍ତ ଲୋକ ନିଦରେ ଶୋଇଥିଲେ। ସେମାନଙ୍କର ନିଦ୍ରା ଶେଷରେ ମହାନିଦ୍ରା ପାଲଟି ଯାଇଥିଲା। ନିଆଁ ଯୋଗୁ ସୃଷ୍ଟି ହୋଇଥିବା ଧୂଆଁ ଯୋଗୁ କେତେକ ଲୋକଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ କୁହାଯାଉଛି। ଖବର ପାଇ ଦମକଳ ଗାଡ଼ି ପହଞ୍ଚି ବହୁ ଲୋକଙ୍କୁ ଉଦ୍ଧାର କରିଥିଲେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri