ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ଅମିତାଭ ଦାଶ କେସ୍‌ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଥିଲେ। ଶୁକ୍ରବାର ଅଭିଯୁକ୍ତ ଶିକ୍ଷକ ନିତ୍ୟାନନ୍ଦ ମହାନ୍ତଙ୍କୁ ଗିରଫକରି ପୋଲିସ କୋର୍ଟଚାଲାଣ କରିଛି।
ପ୍ରକାଶ ଯେ, ଘଟଣା ବିଷୟରେ ଜଣାପଡ଼ିବା ପରେ ଗୁରୁବାର ଅଭିଭାବକମାନେ ବିଦ୍ୟାଳୟରେ ପଶି ଅଭିଯୁକ୍ତ ଶିକ୍ଷକଙ୍କୁ ଅଟକ ରଖିଥିଲେ। ତୁରୁମୁଙ୍ଗା ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗୁରୁବାର ସନ୍ଧ୍ୟାରେ ଉଦ୍ଧାରକରି ଥାନାକୁ ନେଇ ପଚରଉଚରା କରିଥିଲା। ଏହି ଘଟଣାକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ଲାଗିରହିଥିଲା। ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ସମ୍ପୃକ୍ତ ଶିକ୍ଷକ ବିଦ୍ୟାଳୟର ୩/୪ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଘଟଣା ପଦାକୁ ଆସିଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri