ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ ଜଣେ ଯୁବକ ବଳାତ୍କାର କରିଥିବା ଜଣାପଡିଛି। ଖବର ପାଇ ପୋଲିସ ବିଳମ୍ବିତ ରାତିରେ ଅଭିଯୁକ୍ତଙ୍କୁ ଥାନାକୁ ଉଠାଇ ନେଇ ପଚରାଉଚରା କରିଛି। ଏନେଇ ଥାନାରେ କେସ୍‌ ନଂ-୨୫୪/୧୯ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦgିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ପାକିସ୍ତାନ ନୁହେଁ ଏହି ଦେଶ କରୁଛି ଆମେରିକା-ଇରାନ ମଧ୍ୟରେ ମଧ୍ୟସ୍ଥତା, ବଡ଼ ଦାବି କଲେ ରାଷ୍ଟ୍ରପତି

କାଏରୋ,୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ସମ୍ପର୍କରେ ପାକିସ୍ତାନର ନାମ ପ୍ରାୟତଃ ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri