Posted inଖେଳ

ତେନ୍ଦୁଲକର ସ୍ବାର୍ଥ ନିହିତ ମାମଲାରୁ ମୁକ୍ତ

ନୂଆଦିଲ୍ଲୀ, ୨୮ା୫ (ପି.ଟି.)- କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ରେ ରହିବେ ନାହି ବୋଲି ସଚିନ ତେନ୍ଦୁଲକର କହିବା ପରେ ସେ ସ୍ବାର୍ଥ ନିହିତ ମାମଲାରୁ ମୁକ୍ତି ପାଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଜଷ୍ଟିସ ଡି.କେ. ଜୈନ କ୍ରିକେଟ ଆଇକନଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗକୁ ରଦ୍ଦ କରିଦେଇଛନ୍ତି। ତେନ୍ଦୁଲକର କହିଛନ୍ତି ବିସିସିଆଇ ସିଏସି ସଦସ୍ୟ ପଦବୀ ପାଇଁ ସର୍ତ୍ତାବଳୀ ଏବଂ କାର୍ଯ୍ୟକାଳ ସ୍ଥିର କରିବା ପରେ ସେ ଏଥି ସହିତ ସମ୍ପୃକ୍ତ ରିବେ କି ନା ତାହାସ୍ଥିର କରିବେ। ଜୈନ ଯିଏକି ବିସିସିଆଇର ଓମ୍ବୁଡ୍‌ସମ୍ୟାନ ମଧ୍ୟ, ସେ କହିଛନ୍ତି ତେନ୍ଦୁଲକର ତାଙ୍କ ଆଇନ ପରାମର୍ଶଦାତା ଅମିତ ସିବଲଙ୍କ ଜରିଆରେ, ଯାହା କହିଛନ୍ତି, ମାମଲାକୁ ଖାରଜ କରିବାରେ ତାହା ଯଥେଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri