ଫୁଲବାଣୀ ଅଫିସ, ୧୪।୫- କନ୍ଧମାଳ ଜିଲା ଫୁଲବାଣୀ ଜିରିଙ୍ଗିପଡା ଅଞ୍ଚଳର ୪ ଯୁବକ ତେଲେଙ୍ଗାନାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଲକ୍ଡାଉନ ଯୋଗୁ କମ୍ପାନୀ ବନ୍ଦ ପରେ ସେଠାରେ ଫସି ରହିଥିଲେ। ୩ ଦିନ ତଳେ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍ ଯୋଗେ ଆସି ବ୍ରହ୍ମପୁରରେ ପହଞ୍ଚତ୍ଥିଲେ। ସେଠାରେ ପ୍ରଶାସନ ପକ୍ଷରୁ ସେମାନଙ୍କ ହାତରେ ସିଲ୍ ମଧ୍ୟ ଲଗା ଯାଇଥିଲା। ହେଲେ ସେମାନେ ଫୁଲବାଣୀ ଆସିବା ବଦଳରେ ଭୁଲ୍ରେ ଭୁବନେଶ୍ୱର ଚାଲି ଯାଇଥିଲେ। ଏବେ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ୪ ଜଣ ଭୋକ ଉପାସରେ ୨ଦିନ ହେଲା ରହିଛନ୍ତି। ପରିବାର ଲୋକେ ବୁଧବାର ଜିଲାପାଳଙ୍କୁ ଭେଟି ସେମାନଙ୍କୁ ଫେରାଇ ଆଣିବା ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା କାନ୍ଥ: ଆଖିବୁଜିଲା କୁନି ଝିଅ, ମା’ ବଡ଼ ଝିଅ…
ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…
ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍-ସାଇକେଲ୍
ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ…
ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…
ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…
ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ
ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…
ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ
ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…
ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….
ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…
Archives

