ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।
ପ୍ରକାଶ ଯେ, ପ୍ରଦୀପ ମୋଟରସାଇକେଲ ରଖି ରାସ୍ତା ପାର ହେଉଥିବା ବେଳେ ତାଙ୍କୁ ଟ୍ରକ୍‌ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହାକୁ ନେଇ ମେଡିକାଲରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା ଜାରି ରଖିଛି।
ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଏହି ୪୯ନଂ. ଜାତୀୟ ରାଜପଥର ମୋଚିବନ୍ଧ ସ୍କୁଲ ସମ୍ମୁଖରେ ଟ୍ରକ ଚାପାରେ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ…

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri