ତୈଳୀୟ ତ୍ୱଚାର ଯତ୍ନ

ଋତୁ ବଦଳିବା ମାତ୍ରେ ତା’ର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ବିଶେଷ କରି ବର୍ଷାଦିନେ ତୈଳୀୟ ତ୍ୱଚାରେ ବ୍ରଣ ଏବଂ ଲାଲ୍‌ ଦାନା ଭଳି ଫଳିଯାଏ। ତେବେ ଏହାର ଉପଚାର ପାଇଁ ଜାଣନ୍ତୁ କିଛି ଟିପ୍ସ…।ତ୍ୱଚାର ଲୋମଛିଦ୍ରକୁ ତୈଳମୁକ୍ତ ରଖନ୍ତୁ। ମୁହଁକୁ ସଫା କରିବା ପାଇଁ ଆଷ୍ଟ୍ରିଜେଣ୍ଟ୍‌ ଟୋନର ବ୍ୟବହାର କରନ୍ତୁ।
ତୈଳୀୟ ତ୍ୱଚା ହୋଇଥିଲେ ମେଡିକେଟେଡ୍‌ ସାବୁନ୍‌ କିମ୍ବା କ୍ଲିଞ୍ଜରରେ ମୁହଁକୁ ଦିନକୁ ୨ ଥର ଧୁଅନ୍ତୁ। ଗୋଲାପ ମିଶିଥିବା ସ୍କିନ୍‌ ଟୋନର ବି ଲଗାଇପାରିବେ।
ମୁହଁରେ ଧଳା ଦାଗ ଥିଲେ ଫେସିଆଲ୍‌ ସ୍କ୍ରବ୍‌ ଲଗାନ୍ତୁ। କିନ୍ତୁ ମୁହଁରେ ବ୍ରଣ କିମ୍ବା ଆଲର୍ଜି ହୋଇଥିଲେ ସ୍କ୍ରବ୍‌ର ବ୍ୟବହାର କରନ୍ତୁ ନାହିଁ। ଚାଉଳ ଗୁଣ୍ଡରେ ଗୋଲାପ ଜଳ ମିଶାଇ ପ୍ରତିଦିନ ଅନ୍ତତଃ ଥରେ ଲଗାନ୍ତୁ।
ଏହିଦିନେ ପାଦର ଉପଯୁକ୍ତ ଯତ୍ନ ନିଅନ୍ତୁ। ଯାହାଦ୍ୱାରା ଫଙ୍ଗାଲ ଇନ୍‌ଫେକ୍ସନ ହୁଏ ନାହିଁ। ପାଦକୁ ଭଲଭାବେ ଧୋଇ ସାରି ପୋଛନ୍ତୁ। ପାଦରେ ପାଉଡର ଲଗାନ୍ତୁ। ସବୁବେଳେ ଓପନ୍‌ ଫୁଟ୍‌ ଓ୍ବେର ପିନ୍ଧନ୍ତୁ।
ଭଲ କମ୍ପାନୀର ଶାମ୍ପୋ ଏବଂ କଣ୍ଡିଶନର ବ୍ୟବହାର କରନ୍ତୁ । ଯାହାଦ୍ୱାରା କେଶର ନମନୀୟତା ବଜାୟ ରହିଥାଏ।
ପ୍ରତିଦିନ କେଶରେ ତେଲ ଲଗାଇ ମସାଜ୍‌ କରନ୍ତୁ। ଏହା କେଶକୁ ମଜଭୁତ ରଖିବ। ଆପଣ ଚାହିଁଲେ ଷ୍ଟିମିଂ ବି କରିପାରିବେ।
ନଖକୁ ପରିଷ୍କାର ରଖନ୍ତୁ। ଯାହାଦ୍ୱାରା କୌଣସି ଇନ୍‌ଫେକ୍ସନ ରହିବ ନାହିଁ। ସାବଧାନତାର ସହ ପେଡିକିଓର ଓ ମିନିକିଓର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri