ସାକ୍ଷୀଗୋପାଳ, ୨୭।୬(ଡି.ଏନ୍.ଏ.): ଫନୀ କ୍ଷତିଗ୍ରସ୍ତଙ୍କ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶନ ବିରୋଧରେ ହିନ୍ଦୁସ୍ଥାନ ନିର୍ମାଣ ଦଳ ତରଫରୁ ପୁରୀ ଜିଲାପାଳ, ଉପଜିଲାପାଳ ଏବଂ ସତ୍ୟବାଦୀ ତହସିଲଦାରଙ୍କୁ ଗୁରୁବାର ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୁନର୍ବାର ଯାଞ୍ଚ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସାମିଲ କରିବାକୁ ଉଲ୍ଲେଖ କରାଯାଇଛି। ବର୍ତ୍ତମାନର ସୂଚୀ ଅନୁସାରେ ୨୦ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଏହି ତାଲିକାରୁ ବାଦ୍ ପଡିଥିବା ଦଳର ଜିଲା ସଂଯୋଜକ କୈଳାଶଚନ୍ଦ୍ର ବରାଳ କହିଛନ୍ତି। ଏହି ତ୍ରୁଟିପୂର୍ଣ୍ଣ ତାଲିକା ସମ୍ପର୍କରେ ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧି ସୁନିଲକୁମାର ପଣ୍ଡା ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି।
ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ଉତ୍ତେଜନା
ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…
ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…
ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ
ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…
କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…
କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…
ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍…
ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍ଆଇ
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…
ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍ ଅଧିକାରୀଙ୍କ ଇସ୍ତଫା:
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…
ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା
ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…
Archives

