ତ୍ୱରିତ ହେବ ମୋବାଇଲ ନମ୍ବର ପୋର୍ଟେବିଲିଟି

ନୂଆଦିଲ୍ଲୀ,୧୧-୧୨: ସାରା ଦେଶରେ ମୋବାଇଲ ନମ୍ବର ପୋର୍ଟେବିଲିଟି(ଏମ୍‌ଏନ୍‌ପି) କୁ ତ୍ୱରିତ ଏବଂ ସରଳ କରିବା ଲାଗି ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ ( ଟ୍ରାଇ) ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏଥିଲାଗି ଟ୍ରାଇ ପରିବର୍ତ୍ତିତ ଏମ୍‌ଏନ୍‌ପି ଧାରା ନେଇ ଏକ ପବ୍ଲିକ ନୋଟିସ ଜାରି କରିଛି। ନୂଆ ନିୟମ ଚଳିତ ମାସ ୧୬ରୁ ଲାଗୁ ହେବ ବୋଲି ଏହି ବିଜ୍ଞପ୍ତିରେ କୁହାଯାଇଛି। ନୂଆ ଧାରାରେ ପୋର୍ଟ ଆଉଟ ଲାଗି ସର୍ଭିସ ଭିତରେ ୩ ଦିନ ଏବଂ ଅନ୍ୟ ସର୍କଲରେ ହେଲେ ଏହା ୫ ଦିନ ସମୟ ଲାଗିବ ବୋଲି କୁହାଯାଇଛି। ଏହି ସମୟ ମଧ୍ୟରେ ୟୁନିକ ପୋର୍ଟିଂ କୋଡ(ୟୁପିସି) ଆସି ପାରିବ। କର୍ପୋରେଟ ମୋବାଇଲ କମ୍ୟୁନିକେଶନ ଲାଗି ସମୟ ସୀମାରେ କୌଣସି ପରିବର୍ତ୍ତନ ହୋଇ ନ ଥିବା ଟ୍ରାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri