Posted inଜାତୀୟ

ଥଣ୍ଡାରେ ଥରିଲା ରାଜଧାନୀ: ବିଳମ୍ବରେ ଉଡିଲା ୪୫୦ ବିମାନ

ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଙ୍ଗଳବାର ଦିଲ୍ଲୀରେ ନ୍ୟୁନତମ ତାପମାତ୍ରା ୪ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଏହି ଖରାପ ପାଗର ପ୍ରଭାବ ସିଧାସଳଖ ବିମାନ ବନ୍ଦର ଓ ଟ୍ରେନ ଉପରେ ପଡ଼ିଛି। ଏବେ ପର୍ଯ୍ୟନ୍ତ ୪୦ଟି ବିମାନକୁ ବାତିଲ କରାଯାଇଥିବା ବେଳେ ୨୧କୁ ଡାଇଭର୍ଟ ଓ ୪୫୦ ବିମାନ ବିଳମ୍ବରେ ଉଡାଣ ଭରିଛନ୍ତି। ସେହିପରି ଘନ କୁହୁଡି ଯୋଗୁ ୩୪ଟି ଟ୍ରେନ୍‌ ୭ଘଣ୍ଟା ବିଳମ୍ବରେ ଚାଲୁଥିବା ଜଣାପଡ଼ିଛି। ପାଣିପାଗ ବିଭାଗ ପକ୍ଷରୁ ହରିୟାଣାର ୧୬ ଜିଲାରେ ଥଣ୍ଡା ଓ ବର୍ଷା ପାଇଁ ସତର୍କ ଜାରି କରାଯାଇଛି। ସେହି ସମୟରେ ଭିଜିବିଲିଟି ୦ରୁ ୫୦ ମିଟର ପର୍ଯ୍ୟନ୍ତ ରହିବ। ଅପରପକ୍ଷେ ପଞ୍ଜାବର ୧୮ ଜିଲାରେ ଥଣ୍ଡା ପାଇଁ ସତର୍କ ଜାରି କରାଯିବା ସହ ଜାନୁୟାରୀ ୨ ଓ ୩ରେ ବର୍ଷା ସହ ବରଫାପାତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?