ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ରାତିରେ ଭଉଁରିଆବାଡ଼ ପଞ୍ଚାୟତର କାନ୍ଥସିମୁଳିଆ ଗ୍ରାମର କିଶାନ ହେମ୍ବ୍ରମ୍‌ଙ୍କ ସ୍ତ୍ରୀ ଦେବୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ପରିବାର ଲୋକ ୧୦୮ ଆମ୍ବୁଲାନ୍ସ ଯୋଗେ ନୀଳଗିରି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଗୁରୁବାର ପୂର୍ବାହ୍ନରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରେ କେବଳ କିଛି ବ୍ଲିଚିଂ ପକାଇ ନିଜର କାମ ସାରି ଦିଆଯାଉଛି। ଅସ୍ବାସ୍ଥ୍ୟକର ପରିବେଶ, ପୋଖରୀର ଦୂଷିତ ପାଣି ବ୍ୟବହାର ଝାଡାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ବୋଲି କୁହାଯାଉଛି। ଏହି ଅଞ୍ଚଳରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରାଯିବା ସହ ଏହାକୁ ରୋକିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri