Posted inଜାତୀୟ

ଥରୁର୍‌ଙ୍କ ନଁ।ରେ ଗିରଫ ପରଓ୍ବାନା

ନୂଆଦିଲ୍ଲୀ, ୨୨ା୧୨: କଂଗ୍ରେସ ଏମ୍‌ପି ଶଶୀ ଥରୁର୍‌ଙ୍କ ବିରୋଧରେ ଥିରୁବନନ୍ତପୁରମ୍‌ କୋର୍ଟ ଗିରଫ ପରଓ୍ବାନା ଜାରି କରିଛନ୍ତି। ବାରମ୍ବାର ସମନ୍‌ ସତ୍ତ୍ୱେ ସେ କୋର୍ଟରେ ହାଜର ହୋଇ ନ ଥିଲେ। ଥରୁର୍‌ ତାଙ୍କ ଉପନ୍ୟାସ ‘ଦ ଗ୍ରେଟ୍‌ ଇଣ୍ଡିଆନ୍‌ ନୋବେଲ୍‌’ ରେ କେରଳର ନାୟାର୍‌ ସମ୍ପ୍ରଦାୟ ମହିଳାଙ୍କ ପ୍ରତି ଅପମାନ କରିଥିବା ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri