ଥାଇରଏଡ୍‌ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ

ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ ।
*ଯେଉଁ ଲୋକମାନଙ୍କର ଥାଇରଏଡର ସମସ୍ୟା ରହିଛି ସେମାନଙ୍କ ପାଇଁ ପଣସ କୌଣସି ଔଷଧଠାରୁ କମ୍‌ ନୁହେଁ। ଏଥିରେ ଥିବା ପୋଷକ ତତ୍ତ୍ୱ ଥାଇରଏଡ୍‌କୁ ନିୟନ୍ତ୍ରଣରେ ରଖିଥାଏ।
*ଓଜନ କମାଇବା ପାଇଁ ପଣସ ମଞ୍ଜି ଖାଇବା ଆରମ୍ଭ କରନ୍ତୁ। ଏଥିରେ କ୍ୟାଲୋରୀର ପରିମାଣ ଖୁବ କମ୍‌ ମାତ୍ରା ରହିଥାଏ ଏବଂ ଏହା ଭୋକକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ, ଯାହା ଓଜନକୁ କମ୍‌ କରିବାରେ ସହାୟକ ହୋଇଥାଏ ।
*ପଣସ ମଞ୍ଜିରେ ଆଇରନର ମାତ୍ରା ଭରପୂର ରହିଥାଏ। ଏହାକୁ ଖାଇବା ଦ୍ୱାରା ଶରୀରରେ ହିମୋଗ୍ଲୋବିନର ମାତ୍ରା ବଢ଼ିଥାଏ । ଯଦି ଆପଣଙ୍କ ଶରୀରରେ ରକ୍ତର ଅଭାବ ରହିଛି, ତେବେ ପଣସର ମଞ୍ଜି ଖାଇବା ଆରମ୍ଭ କରନ୍ତୁ ।
* ପଣସ ମଞ୍ଜିରେ ଆଣ୍ଟି-ଅକ୍ସିଡାଣ୍ଟର ମାତ୍ରା ଅଧିକ ପରିମାଣରେ ରହିଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରର କୋଷିକାକୁ ଭାଙ୍ଗିବାରୁ ରୋକିଥାଏ। ଏଥିସହ ଏହା କର୍କଟ ରୋଗ ହେବାରୁ ମଧ୍ୟ ରକ୍ଷା କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri