Posted inଖେଳ

ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦ ସିଙ୍ଗଲ୍ସ, ଡବଲ୍ସ କ୍ୱାର୍ଟରରେ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର୍କ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ତୃତୀୟ ଦିବସରେ ବୁଧବାର ଅନୁଷ୍ଠିତ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରମୋଦ ମାଲେସିଆର ହୁଜାରୀ ଅବଦୁଲ ମାଲିକଙ୍କୁ ୨୧-୧୮, ୧୯-୨୧,୨୧-୧୫ ପଏଣ୍ଟରେ ପରାସ୍ତ କରିଛନ୍ତି। ରାଉଣ୍ଡ-୨ରେ ସେ ୟୁଏଇ(ୟୁନାଇଟେଡ ଆରବ ଏମିରେଟ୍ସ)ର ଫିରୋଜ ଶାହାଙ୍କୁ ୨୧-୧୨, ୨୧-୧୪ରେ ହରାଇ ଦେଇଥିଲେ। ଡବଲ୍ସରେ ମନୋଜ ସରକାରଙ୍କୁ ସାଥିକରି ଖେଳୁଥିବା ପ୍ରମୋଦ ଅଷ୍ଟ୍ରେଲିଆ ଯୋଡ଼ି ବୋଗନର ହେଡେନ ଓ ସୋନବନ୍‌ଙ୍କୁ ୨୧-୭, ୨୧-୯ରେ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅନ୍ୟତମ ଓଡ଼ିଆ ଖେଳାଳି ଦୀପ ରଞ୍ଜନ ବିଶୋଇ ଓ ଦିଲେଶ୍ୱର ରାଓ ଡବଲ୍ସର ରାଉଣ୍ଡ-୨ରେ ହାରି ଯାଇଛନ୍ତି। ସେହିପରି ସିଙ୍ଗଲ୍ସରେ ଦୀପ ରଞ୍ଜନ ରାଉଣ୍ଡ-୨ରେ ଏବଂ ଦିଲେଶ୍ୱର ପ୍ରି-କ୍ୱାର୍ଟରରେ ହାରି ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri