ଥିଏଟରରେ ରିଲିଜ୍‌ ହେବ ଜୟାଙ୍କ ବାୟୋପିକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କ ଅଭୀନିତ ଫିଲ୍ମ ତଲାଓ୍ବି ରିଲିଜ୍‌କୁ ନେଇ ବହୁ କଳ୍ପନା ଜଳ୍ପନା ଲାଗି ରହିଥିଲା। ପୂର୍ବରୁ କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ଅନ୍ୟ ପିଲ୍ମଗୁଡ଼ିକ ଫିଲ୍ମ ଭଳି ଏହା ମଧ୍ୟ ଡିଜିଟାଲ ପ୍ଲାଟଫର୍ମ (ଓଟିଟି)ରେ ରିଲିଜ୍‌ ହେବ ବୋଲି କୁହାଯାଉଥିଲା। ହେଲେ ଏବେ ଏହି ଫିଲ୍ମର ରିଲିଜ୍‌କୁ ନେଇ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଫିଲ୍ମ ତଲାଓ୍ବି ଡିଜିଟାଲ ପ୍ଲାଟଫର୍ମ ପୂର୍ବରୁ ଥିଏଟରରେ ପ୍ରଥମେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି। ପୂର୍ବରୁ ଜୁନ ୨୬ରେ ଏହି ଫିଲ୍ମ ରିଲିଜ୍‌ ହେବାର ଥିଲା। ହେଲେ କରୋନା ସଙ୍କଟ ଯୋଗୁ ସମସ୍ତ ଥିଏଟର ବନ୍ଦ ରହିଛି। ଇତିମଧ୍ୟରେ ଏହି ବାୟୋପିକ ଫିଲ୍ମକୁ ହିନ୍ଦୀ ଓ ତାମିଲରେ ନେଟ୍‌ଫ୍ଲିକ୍ସ ଏବଂ ଆମାଜନ ପ୍ରାଇମ୍‌ ଭିଡ଼ିଓକୁ ପ୍ରାୟ ୫୫କୋଟି ଟଙ୍କାରେ ବିକ୍ରି କରାଯାଇଥିଲା। ତେବେ ସମସ୍ତ ବାଦ ବିବାଦକୁ ପଛରେ ପକାଇ ଶେଷରେ ଥିଏଟରରେ ରିଲିଜ୍‌ ହେବାକୁ ନିଷ୍ପତ୍ତି ନିଆଯାଇଛି। ସୂଚନା ମୁତାବକ ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ଜୟଲଳିଥାଙ୍କ ଜୀବନି ଉପରେ ଏହି ଫିଲ୍ମ ଆଧାରିତ ହୋଇଛି। ଏଠାରେ ତାଙ୍କ ଜୀବନ ସହ ଜଡ଼ିତ ଥିବା ସମସ୍ତ ଅକୁହା କାହାଣୀକୁ ଦେଖିପାରିବେ ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri