‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ବକ୍ସ ଅଫିସ୍‌ରେ ପ୍ରାୟ ସାଢ଼େ ୩ ବର୍ଷ ପରେ ଦେଶୀଗର୍ଲଙ୍କ ପୁଣି ଏଣ୍ଟ୍ରି ହୋଇଛି। ପ୍ରିୟଙ୍କା ଚୋପ୍ରାଙ୍କ ଅପ୍‌ କମିଂ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ର ପ୍ରଥମ ପୋଷ୍ଟର ସୋମବାର ରିଲିଜ୍‌ ହୋଇଛି। ପୋଷ୍ଟର ସହ ଫିଲ୍ମର ରିଲିଜ୍‌ ଓ ଟ୍ରେଲର ରିଲିଜ୍‌ ଡେଟ ମଧ୍ୟ ଘୋଷଣା କରାଯାଇଛି। ଫିଲ୍ମର ପୋଷ୍ଟରକୁ ପ୍ରିୟଙ୍କା ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିବା ସହ ଏକ ସୁନ୍ଦର କ୍ୟାପସନ୍‌ ଲେଖିଛନ୍ତି। ପୋଷ୍ଟରରେ ପ୍ରିୟଙ୍କା ଫରହାନ ଅଖତରଙ୍କ ପିଠିରେ ବସିଥିବା ଦେଖିବାକୁ ମିଳିଛି। ଆଉ ତାଙ୍କ ଆଗରେ ରୋହିତ ସୁରେଶ ସରଫ ଓ ଜାୟରା ଓ୍ବାଶିମ ଦୌଡୁଥିବା ନଜର ଆସିଛନ୍ତି। ମଙ୍ଗଳବାର ଏହି ଫିଲ୍ମର ଟ୍ରେଲର ରିଲିଜ୍‌ ହେବାକୁ ଥିବା ବେଳେ ଅକ୍ଟୋବରରେ ୧୧ରେ ଏହା ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri