Posted inଖେଳ

ଦକ୍ଷିଣ ଆଫ୍ରିକାରେ ମହିଳା ଟି୨୦ ସୁପର ଲିଗ୍‌ ଆରମ୍ଭ

ଜୋହାନ୍ସବର୍ଗ,୬।୯- ଆଗାମୀ ବର୍ଷ ହେବାକୁ ମହିଳା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଦଳ ପ୍ରସ୍ତୁତ କରିବା ପାଇଁ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ଟକ୍ସ କ୍ରିକେଟ କ୍ଲବହାଉସଠାରେ ମହିଳା ଟି୨୦ ସୁପର ଲିଗ୍‌ ଆରମ୍ଭ କରିଛି। ୪ ଦଳକୁ ନେଇ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଲିଗ୍‌ ୩ ଦିନ ଧରି ଚାଲିବ। ଏହା ଲିଗ୍‌ର ପ୍ରଥମ ପର୍ଯ୍ୟାୟ। ପ୍ରତିଯୋଗିତାର ଦ୍ୱିତୀୟ ଲେଗ୍‌ ଡିସେମ୍ବରରେ କେପ୍‌ଟାଉନଠାରେ ଅନୁଷ୍ଠିତ ହେବ। କ୍ୱାଲିଟି ମହିଳା ଖେଳାଳି ବାହାର କରିବା ଲାଗି ଆମେ ଅଧିକ ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ୍‌ ଯୋଗାଇବାକୁ ଉଦ୍ୟମ କରୁଛୁ। ଲିଗ୍‌ ଦ୍ୱାରା ଜାତୀୟ ଦଳର ଖେଳାଳିଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ ବୋଲି ସିଏସ୍‌ଏ ମୁଖ୍ୟ ପାଥଓ୍ବେଜ ଏଡ୍ବାର୍ଡ ଖୋଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

ହାର୍ଦ୍ଦିକ ପାଣ୍ଡ୍ୟା ହାତରୁ ଯିବ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପଦ, ହେବ ବଡ଼ ଅଦଳବଦଳ!

ନୂଆଦିଲ୍ଲୀ,୨୯।୫:ହାର୍ଦ୍ଦିକ ପାଣ୍ଡ୍ୟା ଏକ କଷ୍ଟକର ସମୟ ଦେଇ ଗତି କରୁଛନ୍ତି । ଆଇପିଏଲର ଚଳିତ ସିଜିନ୍ ଏପର୍ଯ୍ୟନ୍ତ ଚାଲୁଥିବା ବେଳେ, ମୁମ୍ବାଇ ଇଣ୍ଡିଆନ୍ସର ଅଭିଯାନ ବହୁତ ଦିନ…

IPL 2026: ବୈଭବ ସୂର୍ଯ୍ୟବଂଶୀଙ୍କୁ ୩୦ କୋଟିର ଅଫର ଦେଇଛି ଏହି ଦଳ! ଜାଣନ୍ତୁ ଭାଇରାଲ ଖବର ପଛର ସତ୍ୟତା, ଚମକି ପଡିବେ

ନୂଆଦିଲ୍ଲୀ,୨୯।୫: ଏବେ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ କ୍ରିକେଟର ସବୁଠାରୁ ଚର୍ଚ୍ଚିତ ଯୁବ ଖେଳାଳିମାନଙ୍କ ମଧ୍ୟରୁ ଜଣେ ହୋଇଯାଇଛନ୍ତି। କମ ବୟସରେ, IPL 2026 ରେ ତାଙ୍କର ଆତ୍ମବିଶ୍ୱାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri