ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ

ଗୁଣପୁର,୪ା୧(ଡି.ଏନ.ଏ)

ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ା ଶ୍ରୀଲଙ୍କା ସରକାରଙ୍କ ଦ୍ବାରା କଲମ୍ବୋଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ୪ଟି ବିଭାଗରେ ୧୫ ଜଣ ଲେଖାଏଁ ପ୍ରତିଯୋଗୀଙ୍କୁ ବିଭିନ୍ନ ଦେଶରୁ ଚୟନ କରାଯାଇଥିଲା ା ଏହି ପ୍ରତିଯୋଗିତାରେ ଗୁଣପୁରର ଇନ୍ଦ୍ରାଣୀ ମିସେସ୍‌ ଗ୍ଲୋବାଲ ୟୁନିର୍ଭସ ଭାବେ ମନୋନୀତ ହୋଇ ମିଷ୍ଟର ଶ୍ରୀଲଙ୍କାଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ା ସେ ବିଶ୍ୱସ୍ତରରେ ଖ୍ୟାତି ଅର୍ଜନ କରିଥିବାରୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ା ଇନ୍ଦ୍ରାଣୀ ଗୁଣପୁରର ବରିଷ୍ଠ ଆଇନଜୀବୀ ରାଜେନ୍ଦ୍ର ପ୍ରସାଦ ପାଢୀଙ୍କ ପୁତବଧୂ ା ତାଙ୍କ ଘର ଆସାମର ଗୁଆହାଟୀରେ ା ସେ ସୀତାରାମ ପାଢୀଙ୍କୁ ବିବାହ କରିଛନ୍ତି ା ବର୍ତ୍ତମାନ ଉଭୟେ ଜର୍ମାନୀରେ ରହୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri