Posted inଜାତୀୟ

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ ଭାଷାକୁ ଅନିବାର୍ଯ୍ୟ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଦକ୍ଷିଣ ରାଜ୍ୟ ଗୁଡ଼ିକ ଏହାର ବିରୋଧ କରିଥିଲେ। ଶେଷରେ କେନ୍ଦ୍ର ସରକାର ମୁଣ୍ଡ ନୋଇବାକୁ ବାଧ୍ୟ ହୋଇଛନ୍ତି। ସୋମବାର ଶିକ୍ଷାନୀତି ଡ୍ରାଫ୍ଟକୁ ପରିବର୍ତ୍ତନ କରାଯାଇଛି। ନୂତନ ଡ୍ରାଫ୍ଟରେ ହିନ୍ଦୀକୁ ଅନିବାର୍ଯ୍ୟ କରାଯାଇନାହିଁ। ଏଥିରେ ସ୍କୁଲ ଶିକ୍ଷାରେ ତୃତୀୟ ଭାଷା ଚୟନକୁ ଶିକ୍ଷାର୍ଥୀଙ୍କ ଇଛାଧୀନ ଭାବେ ଅଭିହିତ କରାଯାଇଛି। ସୂଚନାଯୋଗ୍ୟ, ସରକାରଙ୍କ ଏଭଳି ଡ୍ରାଫ୍ଟର ବିରୋଧ କରି ଦକ୍ଷିଣ ରାଜ୍ୟଗୁଡ଼ିକ ଜାଣି ଶୁଣି ହିନ୍ଦୀକୁ ସ୍କୁଲ ଶିକ୍ଷାରେ ବାଧ୍ୟତାମୂଳକ କରାଯାଉଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri