ଦକ୍ଷିଣା ଲାଗି ଖଣ୍ଡାରେ ହାଣିବା ଅଭିଯୋଗ ମିଥ୍ୟା

ପୁରୁଷୋତ୍ତମପୁର,୧୫ା୨(ଡି.ଏନ.ଏ.)-ପୁରୁଷୋତ୍ତମପୁର ମା’ ତାରାତାରିଣୀ ପୀଠରେ ମଙ୍ଗଳବାର ଦକ୍ଷିଣା ଲାଗି ଜଣେ ଭକ୍ତଙ୍କୁ ସେବାୟତ ଖଣ୍ଡାରେ ହାଣିଥିଲେ। ପୁରୁଷୋତ୍ତମପୁର ଥାନାରେ କୋଦଳା ଜାପଟା ରାମପଲ୍ଲୀର ସାରସ ବାରିକ ଏନେଇ ଅଭିଯୋଗ କରିଥିଲେ। ପୋଲିସ ୩ ଜଣ ସେବାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ଘଟଣାକୁ ନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ପକ୍ଷରୁ ତାରାତାରିଣି ମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଡକାଯାଇଥିଲା। ଏଥିରେ ମନ୍ଦିର ନିର୍ବାହୀ ଅଧିକାରୀ ଟି. କେ. ରେଡ୍ଡୀ ଓ ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣାଙ୍କ ସମେତ ବହୁ ସେବାୟତ ଯୋଗ ଦେଇଥିଲେ। ଘଟଣାକୁ ନିନ୍ଦା କରାଯାଇଥିଲା। ଦକ୍ଷିଣା ଲାଗି ଯେଉଁ ଅଭିଯୋଗ ହେଉଛି, ତାହା ମିଥ୍ୟା, ଗିରଫ ୩ ସେବାୟତ ସେହିଦିନ ଅଭିଯୋଗକାରି ଭକ୍ତଙ୍କ ଗାଡି କି କୌଣସି ହେଲେ ପୂଜା କରିନାହାନ୍ତି। ପୋଲିସ ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ। ନିର୍ବାହୀ ଅଧିକାରୀ ଓ ସେବାୟତ ମାନଙ୍କ ପକ୍ଷରୁ ଯେଉଁ ତଦନ୍ତ କରାଯାଇଛି ସେଥିରେ ଦକ୍ଷିଣା ଲାଗି ଘଟି ନ ଥିବା ଜାଣିବାକୁ ମିଳିଥିବା ଖବରଦାତା ସମ୍ମିଳନୀରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri