Posted inଜାତୀୟ

ଦଙ୍ଗା ଓ ଭିଡ଼ ହିଂସାରେ ମୁତୟନ ମହିଳା ସୁରକ୍ଷାକର୍ମୀଙ୍କୁ ମିଳିବ ବଡ଼ି ଗିୟର

ନୂଆଦିଲ୍ଲୀ,୨୦।୭: ଦଙ୍ଗା ଏବଂ ଭିଡ଼ ହିଂସା ଆଦି ପାଇଁ ନିୟୋଜିତ ହେଉଥିବା ମହିଳା ସୁରକ୍ଷାକର୍ମୀଙ୍କୁ ସୁରକ୍ଷା ଚିନ୍ତା ଏବେ ସରକାରଙ୍କୁ ଘାରିଛି। ସେମାନଙ୍କୁ ବଡ଼ି ଗିୟର ଯୋଗାଇ ଦିଆଯିବ। ଜମ୍ମୁ-କଶ୍ମୀରର ଶ୍ରୀନଗରରେ ମୁତୟନ ଥିବା ସିଆର୍‌ପିଏଫ୍‌ର ୩ଶହ ମହିଳା ସୁରକ୍ଷାକର୍ମୀଙ୍କୁ ବଡ଼ି ଗିୟର ମିଳିବ। ରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ(ଡିଆର୍‌ଡିଓ)ପକ୍ଷରୁ ଏହାକୁ ତିଆରି କରାଯିବ। ଏହାଦ୍ୱାରା ମହିଳା ସୁରକ୍ଷାକର୍ମୀଙ୍କ ସୁରକ୍ଷାକୁ ନିଶ୍ଚିତ କରାଯାଇପାରିବ ବୋଲି ଡିଆଇପିଏଏସ୍‌ ନିର୍ଦ୍ଦେଶକ ଭୁବନେଶ୍‌ କୁମାର ସୂଚନା ଦେଇଛନ୍ତି। ଏହାର ଡିଜାଇନିଂରେ ଏନ୍ଥ୍ରୋପୋମୋଟ୍ରିକ୍‌ ଡାଟାର ଉପଯୋଗ କରାଯାଉଛି ବୋଲି ବଡି ଗିୟର ପ୍ରସ୍ତୁତ କରୁଥିବା ବିଶେଷଜ୍ଞ ଦଳର ମୁଖ୍ୟ ଶ୍ୱେତା ରାଓ୍ବତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri