Posted inଜାତୀୟ

ଦନ୍ତଓ୍ବାଡା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀଙ୍କ ବାର୍ତ୍ତା ପଢିଲେ ପିଲା

ଦନ୍ତଓ୍ବାଡା,୨।୭: ଛତିଶଗଡ଼ର ଦନ୍ତଓ୍ବାଡାରେ ଥିବା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀମାନେ ଲେଖିଥିବା ବାର୍ତ୍ତାକୁ ପିଲାମାନେ ପଢୁଛନ୍ତି। ତାହା ପୁଣି ଲୁଚାଇ ଛପାଇ ନୁହେଁ ବରଂ ବଡ ପାଟିରେ ଏହା ପିଲା ପଢୁଥିଲେ ବି ଶିକ୍ଷକ ଏହାକୁ ଆକଟ କରୁ ନାହାଁନ୍ତି। ସୂଚନାଯୋଗ୍ୟ, ଦନ୍ତଓ୍ବାଡାରେ ଥିବା ପାଖାପାଖି ୨ ଡଜନରୁ ଅଧିକ ସ୍କୁଲର କାନ୍ଥରେ ମାଓବାଦୀମାନେ କିଛି ନା କିଛି ବାର୍ତ୍ତା ଲେଖିଛନ୍ତି। ଦୀର୍ଘ ୬ ମାସ ତଳୁ ଏହା ଲେଖାଯାଇଥିବା ବେଳେ ଏଥିରେ ରାଷ୍ଟ୍ରବିରୋଧି ବାର୍ତ୍ତା ବି ସାମିଲ ହୋଇଛି। ଗତ ବିଧାନସଭା ନିର୍ବାଚନରେ ଜନ ପ୍ରତିନିଧିଙ୍କୁ ବିରୋଧ କରି ମାଓବାଦୀମାନେ ଲାଲ ଅକ୍ଷରରେ ବାର୍ତ୍ତା ଲେଖିଥିଲେ। ଯାହା ଆଜିବି ସ୍କୁଲ ଗୁଡିକର କାନ୍ଥ, କବାଟ, ଝରକା ସବୁଠି ଦେଖିବାକୁ ମିଳୁଛି। ତେବେ ପିଲାଙ୍କୁ ସ୍କୁଲ ଆସିବା ପରେ ସ୍ବାଗତ କରିବା, ସେମାନଙ୍କୁ ଜାତୀୟ ସଙ୍ଗିତ ଗାନ କରିବା ଭଳି କଥା ଶିଖାଯାଉଥିବା ବେଳେ ଆଜି ପର୍ଯ୍ୟନ୍ତ ମାଓବାଦୀଙ୍କ ବାର୍ତ୍ତାକୁ ନ ହଟାଇବାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri