ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି ଗ୍ରାମର ଲକ୍ଷ୍ମୀ ଟୁଡୁ ଓ କାପୁରା ହେମ୍ବ୍ରମ ା ବନବିଭାଗ ପକ୍ଷରୁ ଆହତମାନଙ୍କୁ ବାରିପଦା ପିଆର୍ଏମ ମେଡିକାଲରେ ଭର୍ତ୍ତି କକରାଯାଇଛି ା ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଧାନ ଖାଇବାକୁ ଖଳା ମଧ୍ୟକୁ ପଶିଆସିଥିଲା ା ବାରଣ୍ଡାରେ ଶୋଇଥିବା ମହିଳାମାନେ ହାତୀର ଶବ୍ଦ ଶୁଣି ଜୀବନ ବଞ୍ଚାଇବାକୁ ଦୌଡିଥିଲେ ା ମାତ୍ର ଦନ୍ତାଟି ସେମାନଙ୍କୁ ଗୋଡାଇବା ସହ ଶୁଣ୍ଢରେ ଆକ୍ରମଣ କରିଥିଲା ା ଫଳରେ ଦୁହେଁ ଗୁରୁତର ଆହତ ହୋଇଥିଲେ। ଖବରପାଇ ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ା ତେବେ ଦୀର୍ଘ ଦିନ ଧରି ଦନ୍ତାଟି ଗାଁ ଗଣ୍ଡାରେ ପଶି ଉପତ୍ାତ ଚଳାଇ ଆସୁଥିବା ବେଳେ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ ା ଫଳରେ ଅଞ୍ଚଳରେ ଅସନ୍ତୋଷ ବଢିବାରେ ଲାଗିଛି ା ଖୁବଶୀଘ୍ର ଦନ୍ତାର ଗତିବିଧିକୁ ଲକ୍ଷ୍ୟ କରି ଶିମିଳିପାଳ ଜଙ୍ଗଲରେ ଛାଡିବାକୁ ଜନସାଧାରଣ ଦାବି କରିଛନ୍ତି ା
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ
ପୁରୀ,୨୦ା୯(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…
ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…
ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା
ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…
ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍ କଫ୍ସିରପ୍ ଚାଲାଣକାରୀଙ୍କୁ….
ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…
ସିମନବାଡ଼ି ସବ୍ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…
ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…
ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…
ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…
ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର
ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

