‘ଦବଙ୍ଗ-୩’ର ଶୁଟିଂସେଟ୍‌ରେ ସଲମାନ୍‌

ଜୟପୁର: ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌ ‘ଦବଙ୍ଗ’ର ତୃତୀୟ ଭାଗ ଶୁଟିଂରେ ବର୍ତ୍ତମାନ ବ୍ୟସ୍ତ ଅଛନ୍ତି। ପ୍ରବଳ ବର୍ଷା ସତ୍ତ୍ୱେ ସେ ଏଠାରେ ଶୁଟିଂ ଆରମ୍ଭ କରିଛନ୍ତି। ସଲମାନ୍‌ ଗୁରୁବାର ‘ଦବଙ୍ଗ-୩’ର ଶୁଟିଂସେଟ୍‌ର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଉକ୍ତ ଅଭିନେତା କଳାଶାର୍ଟ ପରିଧାନ କରି ପୋଜ୍‌ ଦେଉଛନ୍ତି। ‘ହାପି ଇଣ୍ଡିପେଣ୍ଡେନ୍ସ ଡେ। ହାପି ରାଖୀ ଆଣ୍ଡ ହାପି ରେନ୍‌ ଇନ୍‌ ବିଉଟିଫୁଲ ଜୟପୁର, ରାଜସ୍ଥାନ’ ବୋଲି ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି।
‘ଦବଙ୍ଗ-୩’ର ନିର୍ଦ୍ଦେଶନା ଦେଉଛନ୍ତି ପ୍ରଭୁଦେବା। ଏହାର ପ୍ରଯୋଜନା ଦାୟିତ୍ୱରେ ଅଛନ୍ତି ନିଜେ ସଲମନ୍‌ ଖାନ୍‌ ଏବଂ ତାଙ୍କ ଭାଇ ଅରବାଜ ଖାନ୍‌। ଏହି ଫିଲ୍ମରେ ଏକ ନୂଆ ମୁହଁ ତଥା ଫିଲ୍ମ ନିର୍ମାତା ମହେଶ ମଞ୍ଜରେକରଙ୍କ କନ୍ୟା ସାଇଙ୍କୁ ଦେଖିବାକୁ ମିଳିବ। ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ନୂଆ ଅଭିନେତ୍ରୀ ସୁପରଷ୍ଟାର ସଲମାନ୍‌ ଖାନ୍‌ଙ୍କ ପ୍ରେମିକା ଚୁଲବୁଲ ପାଣ୍ଡେ ଭୂମିକାରେ ଅଭିନୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri