ଦରଖଁଡ଼ିଆ ହେଇ ପଡ଼ିଛେ ବାଲସି ଗୋଷ୍ଠୀକେନ୍ଦ୍ର

କେସିଙ୍ଗା,୧୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଲସି ଗାଁ ଜଗନ୍ନାଥ ଗୁଡ଼ି ପାସେ ତିଆର ହେଉଥିବାର ଗୋଷ୍ଠୀକେନ୍ଦ୍ର କାମ୍‌ ଡେରି ହେଉଥିବାର ଗାଁବାସୀ ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ୨୦୧୮-୧୯ ବଛରରେ କେସିଙ୍ଗା ବ୍ଲକ ତରଫୁ ଆମଗାଁ ଆମ ବିକାଶ ଯୋଜନାରେ ବାଲସି ଗାଁ ଜଗନ୍ନାଥ ଗୁଡ଼ି ପାସେ ଗୁଟେ ଗୋଷ୍ଠୀକେନ୍ଦ୍ର ତିଆର ଲାଗି ୭ ଲାଖ୍‌ ଟଁକା ମଂଜୁର ହେଇଥିଲା। କାମ୍‌ ଦେଖ୍‌ରେଖ ଲାଗି ବିଭାଗୀୟ କନିଷ୍ଠ ଯନ୍ତ୍ରୀକୁଁ ଦାଇତିଅ ଦିଆଯାଇଛେ। ସେନ୍‌ତା ସୂଚନା ଫଲକରେ କାମ୍‌ ଆରମ୍‌ ୨୦୧୯ ଫେବୃୟାରୀ ୧୧ ତାରିଖ ଲେଖା ଥିଲାବେଲେ ଶେଷ ତାରିଖ ଲେଖା ନଁାଇଁନ। ଫଲକ ହିସାବେ କାମ୍‌ ଆରମ୍‌ ହେବାର ଆଏଜ୍‌କେ ବଛ୍‌ରେ ଉପରେ ବିତିଯାଇଛେ। ଇଥିରଲାଗି ୧ ଲାଖ୍‌ ୭୮ ହଜାର ଟଁକା ଖରଚ୍‌ ହେଇ ଆଏଜ୍‌ ବି ଗୋଷ୍ଠୀକେନ୍ଦ୍ରଟା ଦରଖଁଡିଆ ହେଇ ପଡ଼ିଛେ। ଗୋଷ୍ଠୀକେନ୍ଦ୍ରଟା ତିଆର ହେଲେ ଗଁାର ସଭାସମିତି, ସାମାଜିକ କାଯ୍‌, ଭଜନ କୀରତନ୍‌ ହେଇପାରତା ବଲି ଗାଁବାସୀ କହିଛନ୍‌। ଇ ବାବ୍‌ଦେ କେସିଙ୍ଗା ପଁଚେତ୍‌ ସମିତିର କନିଷ୍ଠ ଯନ୍ତ୍ରୀ ଦିଲୀପ କୁମାର ପୁଟେଲକୁଁ ପଚ୍‌ରାଲାରୁ ଗାଁରେ ଦୁଇ ଦଲିଆ ହେଇ ଗଲିଗୁଲମାଲ ହେଉଛନ୍‌। ସେଥିରଲାଗି କାମ୍‌ ସାରବାରେ ଡେରି ହେଉଛେ। ହେଲେ ଆଏବା ମାସ୍‌ଠାନୁ ଯେନ୍‌ଥେଇ ହେଲେ କାମ୍‌ ଆରମ୍‌ କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri