ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା

ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍‌ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ଦିଲୀପ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ରାଜ୍ୟ କଂଗ୍ରେସ ମୁଖପାତ୍ର ତଥା ଏଆଇସିସି ସଦସ୍ୟ ସମରେନ୍ଦ୍ର ମିଶ୍ର, ଉପସଭାପତି ଉମାକାନ୍ତ ସାହୁ, ମନୀଷ ମିଶ୍ର, ସମ୍ପାଦକ ସନ୍ତକ ବହିଦାର, ଅଶୋକ ନନ୍ଦ, ସାନନ୍ଦ ମିଶ୍ରଙ୍କ ସମେତ ଶତାଧିକ କର୍ମୀ ଧାରଣାରେ ସାମିଲ ହୋଇଛନ୍ତି। ଏଥିରେ ସମରେନ୍ଦ୍ର ସରକାରଙ୍କ ବିଭିନ୍ନ ଜନବିରୋଧି ନୀତି, ଦରଦାମ ବୃଦ୍ଧିକୁ ଘୋର ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri