ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍‌

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ)
ସିପିଆଇଏମ୍‌ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତି ଯୋଗୁ ଦେଶ ଘୋର ଆର୍ଥିକ ସଙ୍କଟର ସମ୍ମୁଖିନ ହେଉଛି। ତେଣୁ ରାଜ୍ୟ ସରକାର ରାଶନକାର୍ଡ ଜରିଆରେ ଯଥାଶୀଘ୍ର ଦୈନନ୍ଦିନ ଜୀବନରେ ଆବଶ୍ୟକ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ପ୍ରଦାନ କରିବା, ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ଯେପରି ଆଳୁ ପିଆଜ, ଅଦା, ରସୁଣର ଉତ୍ପାଦନ ବୃଦ୍ଧି ପାଇଁ ପଦକ୍ଷେପ ଗ୍ରହଣ କରିବା ଆଦି ଦାବିରେ ସଙ୍ଗଠନ ପକ୍ଷରୁ ଏହି ପ୍ରତିବାଦ କରାଯାଉଛି। ଆୟୋଜିତ ଏହି ସଭାରେ ସିପିଆଇଏମ୍‌ ସାଲ ମାର୍ଣ୍ଡି, ଜଗଦିଶ ଜେନା, ରବୀନ୍ଦ୍ର ଟୁଡ଼ୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri