ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ

ନିର୍ଦ୍ଦେଶକ ସୁଜିତ୍‌ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍‌ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍‌ ଭଲ ବ୍ୟବସାୟ କରିଛି। ସପ୍ତାହକ ମଧ୍ୟରେ କେବଳ ହିନ୍ଦୀ ଭାଷାରେ ୧୧୫.୭୮ କୋଟି ବ୍ୟବସାୟ କରିଛି। ଚଳିତବର୍ଷ ଅଧିକ ବ୍ୟବସାୟ କରିଥିବା ଫିଲ୍ମ ମଧ୍ୟରେ ଏହା ଚତୁର୍ଥ। ପୂର୍ବରୁ ଗୋଟିଏ ସପ୍ତାହରେ ଭାରତ ୧୬୭.୬୦ କୋଟି, କବୀର ସିଂହ ୧୩୪.୪୨ କୋଟି ଏବଂ ମିଶନ ମଙ୍ଗଳ ୧୨୧.୨୩ କୋଟି ବ୍ୟବସାୟ କରିଥିଲା।

ଫିଲ୍ମଟି ନିର୍ମାଣ ହେବାକୁ ପ୍ରାୟ ୨ ବର୍ଷ ଲାଗିଥିଲା। ବିଗ୍‌ ବଜେଟ୍‌ର ଏହି ଆକ୍ସନ ଫିଲ୍ମରେ ପ୍ରଭାସ, ଶ୍ରଦ୍ଧା କପୁରଙ୍କ ବ୍ୟତୀତ ନୀଲ ନୀତିନ୍‌ ମୁକେଶ, ଚଙ୍କି ପାଣ୍ଡେ, ମହେଶ ମଞ୍ଜେରକର ଏବଂ ଜ୍ୟାକି ଶ୍ରଫ୍‌ ଅଭିନୟ କରିଛନ୍ତି। ବିଶ୍ୱସ୍ତରରେ ଯଦି ଫିଲ୍ମର ବ୍ୟବସାୟକୁ ଆକଳନ କରାଯାଏ ତେବେ ରିଲିଜ୍‌ ହେବାର ୫ ଦିନରେ ୩୫୦ କୋଟିରୁ ଊର୍ଦ୍ଧ୍ୱ କମାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri