ଦର୍ଶକଙ୍କୁ ହସାଉଛି ଅକ୍ଷୟଙ୍କ ‘ହାଉସଫୁଲ-୪’: ପ୍ରଶଂସକ କହିଲେ ଦୀପାବଳି ଉପହାର

ମୁମ୍ବାଇ: ପରଦାରେ ମଲ୍ଟିଷ୍ଟାରର୍‌ ଫିଲ୍ମ ‘ହାଉସ୍‌ଫୁଲ୍‌-୪। ଚଳଚ୍ଚିତ୍ରର ଟ୍ରେଲର୍‌ ଏବଂ ଗୀତକୁ ନେଇ ଦର୍ଶକଙ୍କ ମନରେ ପ୍ରଥମରୁ ଉତ୍ସାହ ରହିଥିଲା। ଏବେ ସିନେମା ରିଲିଜ ହେବା ପରେ ଅକ୍ଷୟ ଏବଂ ଅନ୍ୟ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଏହା ଏକ କମେଡି ଫିଲ୍ମ ହୋଇଥିବା ହେତୁ ଲୋକମାନେ ହସି ହସି ବେଦମ ହେଉଥିବା ପ୍ରଶଂସକମାନେ ପ୍ରତିକ୍ରିୟା ରଖିଛନ୍ତି। ଅନେକେ ଟୁଇଟର୍‌ ବ୍ୟବହାରକାରୀ ଫିଲ୍ମକୁ ଦମ୍‌ଦାର ଏବଂ ଶାନ୍‌ଦାର ବୋଲି କହୁଥିବା ବେଳେ କେହି ଦିପାବଳୀ ଉପହାର ବୋଲି ମଧ୍ୟ କହୁଛନ୍ତି। ଚଳିତ ବର୍ଷର ଏହା ଶ୍ରେଷ୍ଠ କମେଡି ଚଳଚ୍ଚିତ୍ର ବୋଲି କୁହାଯାଉଛି। ଆଗକୁ ଦୀପାବଳି ଆସୁଥିବାରୁ ଛୁଟିଦିନରେ ଫିଲ୍ମଟି ଭଲ ବ୍ୟବସାୟ କରିବ ବୋଲି ନିର୍ମାତାମାନେ ଆଶା କରିଛନ୍ତିି।

ଫିଲ୍ମରେ ଅକ୍ଷୟଙ୍କ ବ୍ୟତିତ ରିତେଶ ଦେଶମୁଖ, ବବି ଦେଓଲ, କୀର୍ତ୍ତି ଶାନନ୍‌, କୀର୍ତ୍ତୀ ଖରବନ୍ଦା, ପୂଜା ହେଗଡେ ପ୍ରମୁଖ ଅଭିନୟ କରିଛନ୍ତି। ସେମାନଙ୍କ ବ୍ୟତିତ ବୋମନ ଇରାନୀ, ଚଙ୍କି ପାଣ୍ଡେ, ଜନି ଲିଭର, ରାଣା ଦୁଗ୍ଗୁବତୀଙ୍କ ଭଳି କଳାକାର ମଧ୍ୟ ରହିଛନ୍ତି। ଏହାର ନିର୍ଦ୍ଦେଶନା ଭାର ଫରହାଦ ଶାମଜୀ ସମ୍ଭାଳିଥିବା ବେଳେ ନାଦିଆବାଲା ଗ୍ରାଣ୍ଡସନ୍‌ସ ଏଣ୍ଟରଟେନ୍‌ମେଣ୍ଟ ପ୍ରଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri