ଦଶପଲ୍ଲାରୁ ପୁରୀ ପଠାଗଲା ୫୧ ଖଣ୍ଡ ରଥକାଠ

ନୟାଗଡ ଅଫିସ/ଦଶପଲ୍ଲା(ଡି.ଏନ.ଏ.),୧୮ା୨: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ୨ୟ ପର୍ଯ୍ୟାୟରେ ୫୧ଖଣ୍ଡ ରଥକାଠ ସୋମବାର ଦଶପଲ୍ଲା ବନାଞ୍ଚଳରୁ ଦୁଇଟି ଟ୍ରକରେ ପୁରୀ ପଠାଯାଇଛି। ଚଢ଼େୟାପଲ୍ଲୀ ସଂରକ୍ଷିତ ଜଙ୍ଗଲରୁ ୩୦ ଖଣ୍ଡ ଓ ପୋଖରୀଗୋଛା ସଂରକ୍ଷିତ ଜଙ୍ଗଲରୁ ୨୧ ଖଣ୍ଡ କାଠ ସଂଗ୍ରହ କରାଯାଇଥିଲା। ଏଥିମଧ୍ୟରେ ୨୦ ଫୁଟର ଧଉରାକାଠ ୭ ଖଣ୍ଡ, ୨୦ ଫୁଟର ଅସନ ୮ଖଣ୍ଡ, ୧୨ ଫୁଟର ଧଉରା ୧୯ଖଣ୍ଡ, ୧୨ ଫୁଟର ଅସନ ୧୭ଖଣ୍ଡ ରହିଛି। ଡେପୁଟି ରେଞ୍ଜର ନିଖିଳେଶ ମଲ୍ଲିକଙ୍କ ନେତୃତ୍ୱରେ ଫରେଷ୍ଟର ମନୋଜ ପ୍ରଭାକର ସାହୁ, ରାକେଶ ସାହୁ, ସୁରେଶ ସାହୁ, ବନରକ୍ଷୀ ବିନୟ ରାଉତ, ନାରାୟଣ ମହାରଣା, ସଞ୍ଜୟ ବେହେରା ପ୍ରମୁଖ କାଠ କଟାରେ ସହଯୋଗ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୫୩ ଖଣ୍ଡ କାଠ ପୁରୀ ପଠାଯାଇଥିଲା। ରଥ ତିଆରି ପାଇଁ ୩୧୭ ଖଣ୍ଡ କାଠ ପୁରୀ ପଠାଯିବାକୁ ସ୍ଥିର ହୋଇଛି। ଦୁଇ ପର୍ଯ୍ୟାୟରେ ୧୦୪ ଖଣ୍ଡ ଯାଇଥିବାବେଳେ ଆଉ ୨୧୩ ଖଣ୍ଡ ଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri