ଦଶମ ପିଲା ପଢ଼ିବେ ଆସ୍ପିରେଶନାଲ କମ୍ପୋନେଣ୍ଟ

କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି ବିଷୟରେ ପାଠ ପଢିବେ। ଜିଜ୍ଞାସା, ସାହିତ୍ୟ ସୃଜନୀ, କୌଶଳୀ ଏବଂ କ୍ରୀଡ଼ାଙ୍ଗନ ୪ଟି କ୍ଲବରେ ପାଠପଢ଼ା ହେବ। ଇଣ୍ଟରନାଲ ଆସେସ୍‌ମେଣ୍ଟ ସହ ଏହାକୁ ମିଶାଇ ମୋଟ ୨୦ ପ୍ରତିଶତ କ୍ୟାରିୟର ମାର୍କ ମିଳିବ। ବିଦ୍ୟାଳୟସ୍ତରରେ ଏହି ବିଷୟରେ ପରୀକ୍ଷା କରାଯାଇ ଫଳ ପ୍ରକାଶ ପାଇବ। ଦୁଇଟି ପର୍ଯ୍ୟାୟରେ ବୋର୍ଡ ୱେବ୍‌ସାଇଟ୍‌ରେ ମାର୍କ ଅପ୍‌ଲୋଡ୍‌ ହେବ। ଆସନ୍ତା ସେପ୍ଟେମ୍ବର ୨୫ରୁ ୨୮ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଏବଂ ୨୦୨୪ ଜାନୁୟାରୀ ୧୮ରୁ ୨୧ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ମାର୍କ ଅପ୍‌ଲୋଡ୍‌ କରାଯିବ। ଛାତ୍ରୀଛାତ୍ରମାନେ ଯେଉଁ ମାର୍କ ରଖିବେ ତାହାକୁ ସ୍କୁଲ କର୍ତ୍ତୃପକ୍ଷ ୱେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରିବେ ବୋଲି ସୂଚନା ମିଳିଛି। ବିଦ୍ୟାଳୟର ନବମ ଏବଂ ଦଶମ ଶ୍ରେଣୀରେ ଏନେଇ ପୃଥକ କ୍ଲାସ୍‌ ହେବ। ପ୍ରଧାନ ଶିକ୍ଷକ ଜଣେ ମେଣ୍ଟର ଶିକ୍ଷକଙ୍କୁ ଏହାର ଦାୟିତ୍ୱ ଦେବେ। ସମ୍ପୃକ୍ତ ମେଣ୍ଟର ଶିକ୍ଷକ କ୍ଲବର ପ୍ରୋଗ୍ରେସ ରିପୋର୍ଟ ପ୍ରଧାନ ଶିକ୍ଷକଙ୍କୁ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ

ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ...

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

ମେଳି ସରୁସରୁ ଭୟଙ୍କର ରାଗିଲେ ପ୍ରମିଳା: କହିଲେ..

ଭୁବନେଶ୍ୱର,୫।୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି ଘଟଣାରେ ଭୟଙ୍କର ରାଗିଲେ ପ୍ରମିଳା। ସେ  ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି, ମେଳି କ’ଣ? କାହିଁକି...

ଟି-୨୦ ବିଶ୍ୱକପ ପରେ ଏହି ୫ ଖେଳାଳି କରିବେ ଅବସର ଘୋଷଣା! ଲିଷ୍ଟରେ ଅଛନ୍ତି ଭାରତର ଏହି ଖେଳାଳି

ନୂଆଦିଲ୍ଲୀ,୫।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଗାମୀ ଟି-୨୦ ବିଶ୍ୱକପ ୨୦୨୬ ଫେବୃଆରୀ ୭ ତାରିଖରେ ଆରମ୍ଭ ହେଉଛି। ଏହି ୨୦ ଦଳର ଟୁର୍ନାମେଣ୍ଟ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

ମଦ ଦୋକାନୀଠାରୁ ଲାଞ୍ଚ ନେବାବେଳେ ମାଡ଼ିବସିଥିଲା ଭିଜିଲାନ୍ସ: ନିଲମ୍ବିତ ହେଲେ…

ଭୁବନେଶ୍ୱର,୫।୧: ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ୪୦ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri