ଦଶହରା ପରେ ଶୀତଋତୁରେ ରାଜଧାନୀରେ ବଢିବ କରୋନା ସଂକ୍ରମିତଙ୍କ ସଂଖ୍ୟା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୧୦: ଏବେ ଦେଶରେ କରୋନା ସଂକ୍ରମଣ ସାମାନ୍ୟ କମ୍ ହୋଇଥିବା ବେଳେ ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ । ଏହି ସମୟରେ ଓ ଶୀତୠତୁରେ ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଥିବା କହିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟନ୍ଦ୍ର ଜୈନ । ସେ କହିଛନ୍ତି ପୂର୍ବରୁ ବିଶେଷଜ୍ଞମାନେ କହିବା ଅନୁଯାୟୀ, ପାର୍ବଣ ସମୟରେ ଓ ଶୀତଋତୁରେ ଦିଲ୍ଲୀରେ ୧୪-୧୫ ହଜାର କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ । ଏକ୍ସପର୍ଟ କମିଟିର ସୂଚନା ଅନୁଯାୟୀ ଏହାପରେ ପ୍ରତିଦିନ ଦିଲ୍ଲୀରେ ପାଖାପାଖି ୪ ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯିବ । ସୂଚନାଯୋଗ୍ୟ, ଗତ ପ୍ରାୟ ୩୬ ଦିନ ପରେ ଦୁଇ ଦିନ ହେବ ଲଗାତାର ଭାବେ ଦିନକୁ ପ୍ରାୟ ୪ ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ଆଗକୁ ଦିଲ୍ଲୀରେ ପୁଣିଥରେ କରୋନା ମହାମାରୀ ଅଣାୟତ୍ତ ହେବା ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri