Posted inଜାତୀୟ

ଦଶହରାରେ କୁମାରୀ ପୂଜା: ୪ ବର୍ଷର ମୁସଲମାନ ବାଳିକା ଫାତିମାଙ୍କୁ ପଶ୍ଚିମବଙ୍ଗରେ କରାଗଲା ପୂଜା

କୋଲକତା,୭।୧୦: ଦଶହରାରେ ପଶ୍ଚିମବଙ୍ଗରେ ଧୁମ୍‌ଧାମ୍‌ରେ କୁମାରୀ ପୂଜା କରାଯାଇଥାଏ। ଏହାର ଆରମ୍ଭ ସ୍ବାମୀ ବିବେକାନନ୍ଦ ବେଲୁର ମଠରେ ଆରମ୍ଭ କରିଥିଲେ। ଚଳିତ ବର୍ଷ ଇଞ୍ଜିନିୟର ତମଲ ଦତ୍ତଙ୍କ ପରିବାରରେ କୁମାରୀ ପୂଜାରେ ୪ ବର୍ଷ ବୟସ୍କା ମୁସଲମାନ ବାଳିକାଙ୍କୁ ପୂଜା କରାଯାଇ ସାମ୍ପ୍ରୟଦାୟିକ ସଦ୍‌ଭାବର ଏକ ନିଆରା ଉଦାହରଣ ସୃଷ୍ଟି କରାଯାଇଛି। ଉତ୍ତର ୨୪ ପ୍ରଗଣାର ଅର୍ଜୁନପୁରରେ ବାସ କରୁଥିବା ତମଲ ମହାଷ୍ଟମୀରେ ଏଭଳି କରିବାକୁ ଚିନ୍ତା କରିଥିଲେ। ଏଥିପାଇଁ ସେ ବନ୍ଧୁ ମହମ୍ମଦ ଇବ୍ରାହିମ୍‌ଙ୍କ ସହାୟତା ଲୋଡ଼ିଥିଲେ। ଇବ୍ରାହିମ୍‌ଙ୍କ ଭାଣିଜି ଫାତିମାଙ୍କୁ ଆଗ୍ରାରୁ ଅଣାଯାଇ କୁମାରୀ ପୂଜା କରାଯାଇଥିଲା। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri