ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ କରାଯାଇଛି। ଯଦ୍ୱାରା ୪ ଲକ୍ଷ ଅତିରିକ୍ତ ବର୍ଥ ସୃଷ୍ଟି କରାଯାଇଛି। ଏହି ସ୍ପେଶାଲ ଟ୍ରେନ ରିଜର୍ଭେଶନ କାଟେଗୋରୀରେ ଉପଲବ୍ଧ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରୁଥିବା ଟ୍ରେନଗୁଡିକରେ ବି ଅତିରିକ୍ତ ବଗି ସଂଯୋଗ କରାଯାଇଛି। ପୂଜା ପାଇଁ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ସେଗୁଡିକ ହେଉଛି ପୁରୀ-ସନ୍ତ୍ରାଗଛି-ପୁରୀ, ସନ୍ତ୍ରାଗଛି-ଚେନ୍ନାଇ-ସନ୍ତ୍ରାଗଛି, ଶାଲିମାର-ପୁରୀ-ଶାଲିମାର, ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର(ସାପ୍ତାହିକ ଏବଂ ଦ୍ୱିସାପ୍ତାହିକ), ସମ୍ବଲପୁର-ବନସଓ୍ବାଡି-ସମ୍ବଲପୁର, ସିଆଲଦା-ପୁରୀ-ସିଆଲଦା, ହବିବଗଞ୍ଜ-ପୁରୀ-ହବିବଗଞ୍ଜ, ଭଂଜପୁର-ପୁରୀ-ଭଂଜପୁର. ସିକନ୍ଦରାବାଦ-ଗୌହାଟ୍ଟୀ – ସିକନ୍ଦରାବାଦ, କାଚେଗୁଡା-ଟାଟା-କାଚେଗୁଡା, ଚେନ୍ନାଇ-ଗୌହାଟ୍ଟୀ-ଚେନ୍ନାଇ, ଚେନ୍ନାଇ-ସନ୍ତ୍ରାଗଛି-ଚେନ୍ନାଇ, ପୁଡୁଚେରୀ-ସନ୍ତ୍ରାଗଛି-ପୁଡୁଚେରୀ, ବିଶାଖାପାଟଣା-ଆରକୁ-ବିଶାଖାପାଟଣା, ବିଶାଖାପାଟଣା-ସିକନ୍ଦରାବଦ-ବିଶାଖାପାଟଣା, ବିଶାଖାପାଟଣା-ତିରୁପତି-ବିଶାଖାପାଟଣା, କଚେଗୁଡା-ଶ୍ରୀକାକୁଲମ-କଚେଗୁଡା। ଅତିରିକ୍ତ ବଗି ସଂଯୋଗ କରାଯାଇଥିବା ଟ୍ରେନ ହେଉଛି ଭୁବନେଶ୍ୱର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ, ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ, ହାଓଡ଼ା ଯାଉଥିବା ଜନଶତାବ୍ଦୀ ଏବଂ ଧଉଳି ଏକ୍ସପ୍ରେସ, ଭୁବନେଶ୍ୱର-ପୁଡୁଚେରୀ-ବୋକାରୋ ଯାଉଥିବା ଗରିବ ରଥ ଏକ୍ସପ୍ରେସ, ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ଦୁର୍ଗ, ପୁରୀ-ହଟିଆ ତପସ୍ବିନୀ, ପାଟନା ବୈଦ୍ୟନାଇ ଏକ୍ସପ୍ରେସ, ପୁରୀ-ହାଓଡ଼ା, ସମ୍ବଲପୁର-ହାଓଡ଼ା, ବିଶାଖାପାଟଣାରୁ ଛାଡୁଥିବା ଏଲଟିଟି ଏକ୍ସପ୍ରେସ, ଏପି ଏକ୍ସପ୍ରେସ, କୋଲ୍ଲମ ଏକ୍ସପ୍ରେସ, ଗାନ୍ଧୀନଗର ଏକ୍ସପ୍ରେସ, ସାଇନଗର ଶିରିଡି ଏକ୍ସପ୍ରେସ ଏବଂ ଅନ୍ୟ ପ୍ରମୁଖ ଟ୍ରେନ ଗୁଡିକରେ ଅତିରିକ୍ତ ବଗି ସଂଯୋଗ କରାଯାଇ ଅଧିକ ୪ ଲକ୍ଷ ବର୍ଥ ସୃଷ୍ଟି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri