ଦଶାହ ଭୋଜି ଖାଇ ୭ ଗୁରୁତର, ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାହାନଗା, ୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଓପଦା ବ୍ଲକ ନରସିଂହପୁର ପଞ୍ଚାୟତର ବାହିଗଢିଆ ଗ୍ରାମରେ ଶନିବାର ରାତିରେ ଦଶାହ ଭୋଜି ଖାଇ କେତେକ ଲୋକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଘନ ସିଂ ପୁଅ ବିଜୁ , ପ୍ରଫୁଲ କୁମାର ସିଂ, ରଘୁନାଥ ସିଂ ସ୍ତ୍ରୀ ପୂଜା, ବାପୁନ ସିଂ ସ୍ତ୍ରୀ ମମତା, ପ୍ରଦୀପ ସିଂ ପୁଅ ଗୌତମ, ଘାସି ସିଂ ପୁଅ କଟି ଓ ପୂର୍ଣ୍ଣ ସିଂ ପୁଅ ବାବୁ । ତେବେ ସେଠାରେ ୬ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri