ଦାଦା ଆକ୍ରମଣରେ ପୁତୁରା ଗୁରୁତର

ରେମୁଣା, ୧୫ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶେରଗଡ଼ ପଞ୍ଚାୟତ ଖନ୍ତାପଡା ଥାନା ଅଧୀନ ପଞ୍ଚଗଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ପାରିବାରିକ ଓ ଜମିବାଡ଼ି ବିବାଦରୁ ରାଜେନ୍ଦ୍ର କୁମାର ଦାସ ତାଙ୍କ ଦାଦା ରାମଚନ୍ଦ୍ରଙ୍କୁ ଏକ କଟୁରିରେ ହାଣି ଫେରାର ହୋଇଯାଉଥିବା ବେଳେ ଗ୍ରାମବାସୀ ଧରି ଖନ୍ତାପଡା ଥାନା ଓ ଶେରଗଡ଼ ଫାଣ୍ଡିକୁ ଜଣାଇଥିଲେ। ଥାନା ଓ ଫାଣ୍ଡି ଅଧିକାରୀ ପହଞ୍ଚି ରାଜେନ୍ଦ୍ରଙ୍କୁ ଗିରଫ କରିବା ସହ କଟୁରୀ ଜବତ କରିଛନ୍ତି। ରାମଚନ୍ଦ୍ରଙ୍କୁ ଗ୍ରାମବାସୀ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି। ତାଙ୍କ ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri