୨୦୧୪ର ଦାଦା ବଟୀ ମାମଲା: ଅଭିଯୁକ୍ତଙ୍କୁ ଦଣ୍ଡାଦେଶ

ଆସିକା,୨୦ା୮ (ଡି.ଏନ୍‌.ଏ.)- ୨୦୧୪ରେ ଘଟିଥିବା ଏକ ଦାଦାବଟୀ ମାମଲାର ବିଚାର କରି ମଙ୍ଗଳବାର ଆସିକାର ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସ୍ବର୍ଣ୍ଣପ୍ରଭା ସ୍ବାଇଁ ଅଭିଯୁକ୍ତଙ୍କୁ ଏକମାସ ସଶ୍ରମ କାରାଦଣ୍ଡ ସହ ୨ହଜାର ଟଙ୍କା ଜୋରିମାନା ଦଣ୍ଡ ଦେଇଛନ୍ତି। ସେ ହେଲେ ବାବୁଲା ପ୍ରଧାନ। ଜୋରିମାନା ଅନାଦେୟ ୪ ମାସ ସଶ୍ରମ କାରାଦଣ୍ଡ ଲାଗି ରାୟ ଶୁଣାଇଛନ୍ତି।

ପ୍ରକାଶ ଯେ, ୨୦୧୪ରେ ଆସିକାର ଆଇନଜୀବୀ ନାରାୟଣ ହୋତା ବାଇକ୍‌ରେ ଆସିକାରୁ ଧରାକୋଟ ଯାଉଥିଲା ବେଳେ ବାବୁଲା ଗୋଲାଦାମୋଦରପଲ୍ଲୀ ଗ୍ରାମରେ ତାଙ୍କୁ ଅଟକାଇ ୧୦ ହଜାର ଟଙ୍କା ଦେବା ଲାଗି ଦାବି କରିବା ସହ ଧମକଚମକ ଦେଇଥିଲେ। ହୋତା ଅଭିଯୋଗକୁ ଭିତ୍ତି କରି ଧରାକୋଟ ପୋଲିସ ନଂ. ୩୬୭/୧୪ରେ ଏକ ମାମଲା ରୁଜୁ କରିଥିଲା। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଫର୍ଦ୍ଦ ପ୍ରସ୍ତୁତ ପରେ ବିଚାର ପାଇଁ ଆସିକା ସ୍ଥିତ ବିଚାର ବିଭାଗୀୟ ଅଦାଲତକୁ ପଠାଇଥିଲେ। ଏହି ମାମଲାରେ ସରକାରଙ୍କ ପକ୍ଷରୁ ଆଇନଜୀବୀ ଶରତ ଚନ୍ଦ୍ର ପାଢୀ ଓ ନାରାୟଣ ଜେନା ମାମଲା ଲଢୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri