ଦାଦାବଟି ମାଗି ଅଭିଯୁକ୍ତ ଗିରଫ: ୩୫ ହଜାର ଟଙ୍କା ସହ ମୋବାଇଲ, ଗାଡ଼ି ଜବତ

ପଟ୍ଟାମୁଣ୍ଡାଇ, ୩।୭(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରର କପଡ଼ା ବ୍ୟବସାୟୀ ଉମେଶ ଚନ୍ଦ୍ର ସାହୁଙ୍କୁ ଫୋନରେ ଦାଦା ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ବୁଧବାର ପଟ୍ଟାମୁଣ୍ଡାଇ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭରତ ଚୁଲି। ତାଙ୍କ ଘର କେନ୍ଦ୍ରାପଡ଼ା ସଦରଥାନା ତିଳୋତ୍ତମାଦେଇପୁର ଖଣ୍ଡାସାହି ଗ୍ରାମରେ।
ପ୍ରକାଶ ଯେ, ଜୁନ୍‌ ୨୫ ଓ ୨୬ ତାରିଖରେ ଉମେଶଙ୍କ ମୋବାଇଲକୁ ଏକ ଅଜଣା ନମ୍ବରରୁ କଲ ଆସିଥିଲା। ତାଙ୍କୁ ବଟିମାଗିବା ସହ ଧମକ ଦେଇଥିଲେ। ଏ ନେଇ ଉମେଶ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୨୩/୧୯ରେ ମାମଲା ରୁଜୁକରିବା ସହ କେନ୍ଦ୍ରାପଡା କାକଟ ନସଡିପୁର ପୁରୁଣା ଗୋବରିକେନାଲ ନିକଟରୁ ମଙ୍ଗଳବାର ରାତିରେ ଭରତଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ପୋଲିସ ନଗଦ ୩୫୦୦ ଟଙ୍କା, ୨ଟି ଏଟିଏମ୍‌ କାର୍ଡ, ବାଇକ, ୧୧ଟି କମ୍ପାନୀର ସିମ୍‌କାର୍ଡ ସହ ୩ଟି ମୋବାଇଲ ଓ ଏକ ଲାପ୍‌ଟପ୍‌ ଜବତ କରିଛି ଜିଲା ଏସ୍‌ପି ନିତିଶେଖର ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଭରତଙ୍କୁ ପଟ୍ଟାମୁଣ୍ଡାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri