ଗଞ୍ଜାମ,୨।୮(ବିଦ୍ୟାଧର ସାହୁ ) ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ଦୁଇରୁ ଯୁକ୍ତ ତିନିକୁ ଉନ୍ନିତ, ଦରମା ହାର ଲେବଲ ୫ର ୨୧ହଜାର ୭୦୦ରୁ ଲେବଲ ୯ର ୩୫ହଜାର ୪୦୦କୁ ବୃଦ୍ଧି ଏବଂ ଦଶବର୍ଷ ପୂରଣ କରିଥିବା ନିର୍ବାହୀ ଅଧିକାରୀଙ୍କୁ ସ୍ବତନ୍ତ୍ର ପଦବୀରେ ଅବସ୍ଥାପିତ କରିବା ଆଦି ଦୁଇଦଫା ଦାବି ସମ୍ବଳିତ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କ ଉଦେଶ୍ୟରେ ଗଞ୍ଜାମ ବିଡ଼ିଓ ଜସ୍ମିନ ପ୍ରଧାନଙ୍କ ଜରିଆରେ ପ୍ରଦାନ କରାଯାଇଛି l
ନିର୍ବାହୀ ଅଧିକାରୀଙ୍କ ଉକ୍ତ ଦାବି ପୂରଣ ନିମନ୍ତେ ବାରମ୍ବାର ସରକାର ଓ ବିଭାଗୀୟ ସଚିବ ନିର୍ଦ୍ଦେଶକଙ୍କୁ ଅବଗତ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ଦାବି ପୂରଣ ହୋଇନାହିଁ l ଯାହାକୁ ନେଇ ଆସନ୍ତା ୧୮ତାରିଖ ଠାରୁ କଳାବ୍ୟାଚ୍ ପରିଧାନ କରି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବା ନେଇ ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା
ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…
ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…
ଲାଉସାନେ, ୬ା୧୦: ଅଲିମ୍ପିକ୍ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…
ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…
ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

