ଦାବି ପୂରଣ ନେଇ ଗୋଆଲଡ଼ିହି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରାଇସୁଆଁ,୨୨।୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋଆଲଡ଼ିହି ରେଲ୍‌ୱେ ସାଇଡିଂ ରାସ୍ତାକୁ ଶତାଧିକ ମହିଳା ପୁରୁଷ ବୁଧବାର ଅବରୋଧ କରିଛନ୍ତି। ରେଲ୍‌ୱେ ସାଇଡିଂ ନିର୍ମାଣ ଲାଗି ଭୂମି ଯୋଗାଇଥିବା ଗ୍ରାମବାସୀଙ୍କ ନିଯୁକ୍ତି, ବିଜୁଳି, ପାନୀୟ ଜଳ ବ୍ୟବସ୍ଥା, ରାସ୍ତା ନିର୍ମାଣ ଆଦି ଦାବି ରହିଥିଲା। ଏ ନେଇ କମ୍ପାନୀ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଦୀର୍ଘଦିନ ଧରି ଦାବି ପୂରଣ ନ ହେବାରୁ ଏହି ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି। ଅଞ୍ଚଳବାସୀ ରାସ୍ତା ରୋକିବା ସହ ରେଲୱେ ସାଇଡିଂ କାମକୁ ବନ୍ଦ କରିଦେଇଥିବା ସୂଚନା ମିଳିଛି। ଏହିସବୁ ମୌଳିକ ଅଧିକାର କମ୍ପାନୀ ପକ୍ଷରୁ ପୂରଣ କରା ନ ଗଲେ  ଅନର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri