ଦାରିଙ୍ଗବାଡ଼ିକୁ ଫେରିଲେ ୨୯ ପ୍ରବାସୀ: ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବୁଧବାର ବିଳମ୍ବିତ ରାତିରେ ୨୯ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ସ୍ଥାନୀୟ ବିଡିଓ ଡ.ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରାବାସରେ କରାଯାଇଥିବା ସଂଘରୋଧ ଗୃହରେ ରଖିଛନ୍ତି। ସମସ୍ତ ପ୍ରବାସୀଙ୍କ ଘର କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଉକ୍ତ ପ୍ରବାସୀମାନେ ଫେରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ସମସ୍ତ ପ୍ରବାସୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଶାସକ ଡାକ୍ତର ବଂଶୀଧର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri