ଦାରଙ୍ଗବାଡ଼ି,୧୯ା୨(ଡି.ଏନ.ଏ) – ବୁଧବାରଠାରୁ ମାଟ୍ରିକ୍ ପରୀକ୍ଷା। ଦାରିଙ୍ଗବାଡ଼ି ବ୍ଲକରେ ମୋଟ ୭ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୋଟ ୧,୭୭୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ରେଗୁଲାର ୧୪୩୫ ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଏକ୍ସରେଗୁଲାର ୩୪୧ ଛାତ୍ରୀଛାତ୍ର ରହିଛନ୍ତି। ସେଥିମଧ୍ୟରୁ ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ୨୯୩ ଜଣଙ୍କ ମଧ୍ୟରୁ ରେଗୁଲାର ୧୯୯ , ଏକ୍ସରେଗୁଲାର ୯୪ ଛାତ୍ରଛାତ୍ରୀ ରହିଥିବା ବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମୋଟ ୩୦୧ ଜଣ ଙ୍କ ମଧ୍ୟରୁ ୨୫୩ ରେଗୁଲାର ଏବଂ ୪୮ ଏକ୍ସ ରେଗୁଲାର । ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋଟ ୨୪୧ ଜଣଙ୍କ ମଧ୍ୟରୁ ରେଗୁଲାର ୧୯୯ ଏବଂ ଏକ୍ସରେଗୁଲାର ୪୨ ରହିଛନ୍ତି। ସେହିପରି ବୁଡାଗୁଡ଼ା କେନ୍ଦ୍ରରେ ୨୧୯ ଜଣଙ୍କ ମଧ୍ୟରୁ ରେଗୁଲାର ୨୦୨ ଏବଂ ଏକ୍ସ ରେଗୁଲାର ୧୭ ଜଣ ରହିଛନ୍ତି। ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ୨୫୭ ଜଣଙ୍କ ମଧ୍ୟରୁ ୨୧୨ ରେଗୁଲାର ଏବଂ ୪୫ ଏକ୍ସ ରେଗୁଲାର ରହିଛନ୍ତି। ସେହିପରି ବ୍ରାହ୍ମଣୀଗାଁର ଅନ୍ୟ ଏକ ପରୀକ୍ଷା କେନ୍ଦ୍ର ପ୍ରଭାତୀତାରା ବାଳିକା ଉଚ୍ଚ ବିଦ୍ୟାଳୟରେ ୨୫୪ଙ୍କ ମଧ୍ୟରୁ ୨୦୧ ରେଗୁଲାର ଏବଂ ୫୩ ଏକ୍ସରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। କାଟିଙ୍ଗିଆ ଉଚ୍ଚ ବିଦ୍ୟାଳୟରେ ୨୧୧ଜଣଙ୍କ ମଧ୍ୟରୁ୧୬୯ ରେଗୁଲାର ଏବଂ ୪୨ ଏକ୍ସରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ଥାନାରେ ପ୍ରଶ୍ନପତ୍ର ରଖିବା ପାଇଁ ଦୁଇଟି ହବ୍ ଖୋଲାଯାଇଛି । ସେଠାରେ କଡ଼ା ସୁରାକ୍ଷା ମଧ୍ୟରେ ପ୍ରଶ୍ନପତ୍ର ରହିଛି ା ସେହିପରି ବ୍ରାହ୍ମଣୀଗାଁ ଏବଂ ବୁଡାଗୁଡ଼ା ପରୀକ୍ଷାକେନ୍ଦ୍ରରେ କେବଳ ସିସିକ୍ୟାମେରା ଲଗାଯାଇଛି ା ସମସ୍ତ କେନ୍ଦ୍ରରେ ସଂପୃକ୍ତ ପ୍ରଧାନ ଶିକ୍ଷକ ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ରହିଥିବାବେଳେ ଦାରିଙ୍ଗବାଡ଼ି ବିଇଓ ବ୍ରହ୍ମାନନ୍ଦ ରାଉତ ଏବଂ ବିଆରସିସି, ଏବିଇଓ ମାନେ ନିରୀକ୍ଷକ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ମଧ୍ୟ ଉତ୍ସାହ ଦେଖାଯିବା ସହ ଏକାଧିତ୍କ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ଯୋଗୁଁ ଶିକ୍ଷାଦାନ ସଠିକ ଭାବେ କରାଯାଇ ନ ଥିବା
କିଛି ଛାତ୍ରୀଛାତ୍ର କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ
ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍ଏସି...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
Archives


