ଦାରିଙ୍ଗବାଡ଼ିରେ କାଳବୈଶାଖୀ : ଏକାଧିକ ଲୋକଙ୍କ ଛପର ଉଡ଼ିଲା

ଦାରିଙ୍ଗବାଡ଼ି,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି ା ଫଳରେ ଅଞ୍ଚଳରେ ଏକାଧିକ ଘରର ଛପର ଉଡ଼ିବା ସହ ଗଛ ଭାଙ୍ଗି ପଡ଼ିଛି ା ଦାରିଙ୍ଗବାଡ଼ିରେ ୪୫ ମି.ମି. ବର୍ଷା ହୋଇଥିବା ଜଣାପଡ଼ିଛି ା ଡବେରୀ ଗ୍ରାମରେ ଆଶାକର୍ମୀ ରୁବିତା ପ୍ରଧାନଙ୍କ ଘରର ଛପର ଉଡ଼ିଯିବା ସହ ରୋହିତ ପ୍ରଧାନଙ୍କ ଘରର ଛପର ମଧ୍ୟ ଉଡ଼ିଯାଇଛି। ସେମାନେ ଏବେ ଖୋଲା ଘରେ ବର୍ଷାରେ ରହିଥିବାବେଳେ ତାଙ୍କର ଆସବାବପତ୍ର ଭିଜିଯାଇଥିବା କହିଛନ୍ତି। ସେହିପରି ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବାରୁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପହଞ୍ଚି ସେଗୁଡ଼ିକୁ କାଟି ରାସ୍ତାରୁ ହଟାଇଛିିା ବିଭିନ୍ନ ସ୍ଥାନରେ ବିଭାଗର କର୍ମଚାରୀ ପାଟ୍ରୋଲିଂ କରି ପବନରେ ପଡ଼ିଥିବା ଗଛକୁ ସଫା କରୁଛନ୍ତି ା ଦାରିଙ୍ଗବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳ ଗ୍ରୀନବାଡ଼ି, ସିଆଙ୍ଗବାଲି, ଭ୍ରମରବାଡ଼ି, ଶ୍ରାନିକେତା, ସିମନବାଡ଼ି,ଦନେକବାଡ଼ି,ଦାସିଂବାଡ଼ି ଆଦି ଅଞ୍ଚଳରେ ବର୍ଷା ହୋଇଛି। ଅନ୍ୟପକ୍ଷରେ ବର୍ଷା ପବନ ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri