ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚିଠି ସଂଖ୍ୟା:୬୧୭ରେ ଜିଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ସୁବେନ୍ତୀଙ୍କର ୨ରୁ ଅଧିକ ସନ୍ତାନ ଥିବାରୁ ତାଙ୍କ ସଭ୍ୟପଦ ରଦ୍ଦ ପାଇଁ ପ୍ରତିଦ୍ୱନ୍ଦ୍ୱୀ ତାଜୁଙ୍ଗିଆ ସମସତିସଭ୍ୟା ରୁଦା ମଲ୍ଲିକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
Archives


