ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ ପ୍ରକାର ଭତ୍ତା ସହ ରାସ୍ତା ନିର୍ମାଣ, ମୋବାଇଲ ଟାୱାର ନିର୍ମାଣ, ଗୁହାଳ ନିର୍ମାଣ ପରେ ମଧ୍ୟ ପ୍ରାପ୍ୟ ମିଳିବାରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବନାଥ ବାରିକ, ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ତହସିଲଦାର ନିତିସ ତ୍ରିପାଠୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri