ଦିଗପହଣ୍ଡିରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ଦିଗପହଣ୍ଡି,୨୩ା୮(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସର ସ୍ବତନ୍ତ୍ର ଟିମ ଶୁକ୍ରବାର ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମର ହୋଟେଲ, ମୋଟର ଗ୍ୟାରେଜ, ଢ଼ାବା, ଫାଷ୍ଟଫୁଡ ଦୋକାନ ସମେତ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ ଦିଗପହଣ୍ଡି ପୋଲିସ ସହାୟତାରେ ସ୍ବତନ୍ତ୍ର ଟିମ୍‌ ସଦସ୍ୟମାନେ ଚଢାଉ କରିଥିଲେ। ଉଦ୍ଧାର ଶିଶୁ ଶ୍ରମିକମାନଙ୍କୁ ବ୍ରହ୍ମପୁରସ୍ଥିତ ଶିଶୁ ସମାଜ ମଙ୍ଗଳ ସମିତି (ସିଡବ୍ଲ୍ୟୁସି) କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଛି। ସନ୍ଧ୍ୟାରେ କେତେଜଣ ଉଦ୍ଧାର ଶିଶୁ ଶ୍ରମିକଙ୍କ ପରିବାର ଲୋକେ ବ୍ରହ୍ମପୁର କମାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ସିଡବ୍ଲ୍ୟୁସି କାର୍ଯ୍ୟାଳୟରେ ପହଞ୍ଚତ୍ ସେମାନଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିବା ପରେ ତାଙ୍କ ମାତା ପିତାଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri